ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବହିର୍ବିଭାଗ ୨ ଦିନ ଶଟଡାଉନ

ବନ୍ତ,୪।୮(.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ଓ ବୁଧବାର ୨ ଦିନ ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ବହିର୍ବିଭାଗକୁ ଶଟଡାଉନ ଘୋଷଣା କରାଯାଇଛି ।