ଏତିକି ଟଙ୍କାର ମାଲିକାଣୀ ସ୍ବରା ଭାସ୍କର

ମୁମ୍ବାଇ: ଅଭିନେତ୍ରୀ ସ୍ବରା ଭାସ୍କର ଇତିମଧ୍ୟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସ୍ବରା ଲୁଚିଛପି ପ୍ରେମିକ ତଥା ଯୁବନେତା ଫହାଦ ଅହମ୍ମଦଙ୍କୁ କୋର୍ଟମ୍ୟାରେଜ କରିନେଇଛନ୍ତି। ବିଳାସପୂର୍ଣ୍ଣ ଜୀବନ ବଞ୍ଚୁଥିବା ସ୍ବରାଙ୍କ ନିକଟରେ ଅମାପ ସମ୍ପତ୍ତି ରହିଛି। ସ୍ବରାଙ୍କ ନିକଟରେ ପ୍ରାୟ ୪୦ କୋଟି ଟଙ୍କାର ସମ୍ପତ୍ତି ରହିଛି।

First pictures of Swara Bhaskar and Fahad Ahmad as husband and wife are out - See inside | Hindi Movie News - Times of India

ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଥିବା ସ୍ବରା ଗୋଟିଏ ଫିଲ୍ମ କରିବାକୁ ୪ରୁ ୫ କୋଟି ଟଙ୍କା ଦାବି କରନ୍ତି। ସ୍ବରାଙ୍କ ନିକଟରେ ଦିଲ୍ଲୀ ଏବଂ ମୁମ୍ବାଇରେ ଫ୍ଲାଟ୍‌ ରହିଛି। ଯାହାର ଦାମ୍‌ ବି କୋଟିକୋଟି ଟଙ୍କା। ସ୍ବରା ଦାମୀ ଗାଡ଼ି ଚଢ଼ିବାକୁ ଖୁବ୍‌ ଭଲପାଆନ୍ତି। ତେଣୁ ତାଙ୍କ ନିକଟରେ ବିଏମ୍‌ଡବ୍ଲ୍ୟୁ ଏକ୍ସ-୧ ସହ ଆଉ କିଛି ଦାମୀ ଗାଡ଼ି ବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?