Posted inଫୁରସତ

ପେଟ୍ରୋଲ ପମ୍ପ୍‌ ମାଲିକ ରଖିଲେ ଏମିତି ଅଜବ ସର୍ତ୍ତ, ଜାଣିଲେ…

ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଦିନକୁ ଦିନ ଅହେତୁକ ଭାବେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଯାନବାହନରେ ମୁଦ୍ରାସ୍ଫୀତିର ପ୍ରଭାବ ଦେଖାଯିବା ସହିତ ସାଧାରଣ ଜନତାଙ୍କ ପକେଟ୍‌ ବି ଖାଲି ହୋଇଯାଉଛି। ପେଟ୍ରୋଲ ଏବଂ ଡିଜେଲ ସମ୍ବନ୍ଧୀୟ ଖବର ପ୍ରତିଦିନ ସୋସିଆଲ ମିଡିଆରେ ମୁଖ୍ୟ ପ୍ରସଙ୍ଗ ପାଲଟୁଛି। ଏହା ବେଳେବେଳେ ସାଧାରଣ ଲୋକଙ୍କ ମୁଣ୍ଡବ୍ୟଥାର କାରଣ ହୋଇଥାଏ। ଏହି ମୁଦ୍ରାସ୍ଫୀତି ମଧ୍ୟରେ ଜଣେ ପେଟ୍ରୋଲ ପମ୍ପର ମାଲିକ ତେଲ ଦେବା ପୂର୍ବରୁ ଗ୍ରାହକଙ୍କ ସାମ୍ନାରେ ଏକ ଅଜବ ସର୍ତ୍ତ ରଖିଛନ୍ତି।

ମହାରାଷ୍ଟ୍ରର ନାଗପୁର ଜିଲାର ଏକ ପେଟ୍ରୋଲ ପମ୍ପର ମାଲିକ ତେଲ ନେବାକୁ ଆସୁଥିବା ଗ୍ରାହକମାନଙ୍କୁ ୫୦ ଟଙ୍କାରୁ କମ୍‌ ତେଲ ଦେବାକୁ ମନା କରିଦେଇଛନ୍ତି। ମାଲିକ କୁହନ୍ତି, ଅଧିକାଂଶ ଲୋକ ୨୦-୩୦ ଟଙ୍କାର ବି ତେଲ ପକାଇଥାନ୍ତି। ଫଳରେ ଟାଙ୍କିରେ ଥିବା ମେଶିନଗୁଡ଼ିକ ବହୁତ ଦ୍ରୁତ ଗତିରେ ଚଲାଇବାକୁ ପଡ଼େ। ଯେତେବେଳେ କର୍ମଚାରୀ ପାଇପ୍‌ ଉଠାଇଥାନ୍ତି,ସେହି ସମୟରେ ହିଁ ୨୦-୩୦ ମୂଲ୍ୟର ପେଟ୍ରୋଲ ସମ୍ପୂର୍ଣ୍ଣ ହୋଇଯାଏ। କିନ୍ତୁ ଲୋକେ ପରେ ତେଲ ପଡୁନାହିଁ ବୋଲି ଝଗଡ଼ା କରିଥାନ୍ତି। ତେଣୁ ଆମେ ବିଦ୍ୟୁତ୍‌ ସଞ୍ଚୟ ଏବଂ ଝଗଡ଼ା କମାଇବା ପାଇଁ ଏପରି ନିଷ୍ପତ୍ତି ନେଇଛୁ। ପମ୍ପ ମାଲିକଙ୍କ ପକ୍ଷରୁ ଏନେଇ ଏକ ପୋଷ୍ଟର ମଧ୍ୟ ଲଗାଯାଇଛି, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri