ପାଣିରେ ଭାସୁଛି ଧାନ ଫସଲ

ନିରାକାରପୁର,୧୭ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳର ଶହ ଶହ ହେକ୍ଟର ଅମଳକ୍ଷମ ଧାନ ଫସଲ ବିଲରେ କଟା ହୋଇପଡ଼ିଛି। ଅଦିନଆ ବର୍ଷା ଯୋଗୁ ବିଲରେ ପାଣି ଜମି ରହିଥିବାରୁ ଧାନ ଗଜା ହେବାର ଆଶଙ୍କା ରହିଛି। ଅନ୍ୟପଟେ ଋଣ କିପରି ଶୁଝିବେ ଚାଷୀଙ୍କୁ ଚିନ୍ତା ଘାରିଛି। ବିଶେଷକରି ଲେଣ୍ଡୋ ପଞ୍ଚାୟତର ଅଂରାଚଳ, ଆରେଡି, ଆସେଲି ଓ ଲଳିତା ପାଟପୁର ଗ୍ରାମର ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ପାଚିଲା ଧାନ ପାଣିର ବୁଡି ରହିଥିବା ଦେଖିବାକୁ ମିଳିଛି। ଏନେଇ ଚାଷୀ ପ୍ରଶାନ୍ତ ବେହେରା କହିଛନ୍ତି, ସୋସାଇଟିରୁ ଋଣ ଆଣି ଚାଷ କରିଥିଲି। ଅମଳ କରିବାକୁ ଥିବା ଧାନ ପାଣିରେ ବୁଡିରହିଛି। ଏବେ କିପରି ଋଣ ଶୁଝିବି ଓ କ’ଣ ଖାଇବୁ ବୋଲି କହିଛନ୍ତି। ସେହିପରି ବ୍ରହ୍ମଚାରୀ ଜେନା କୁହନ୍ତି, ଅମଳ ଧାନ ପାଣିରେ ବୁଡି ରହିଛି। ତାକୁ ଆଣିଲେ ଗଜା ହୋଇଯିବ। ଋଣ ଛାଡ଼ କରିବା ପାଇଁ ଦାବି କରିଛନ୍ତି। ଅନ୍ୟପଟେ ଏ ସମ୍ପର୍କରେ ଟାଙ୍ଗୀ କୃଷୀ ଅଧିକାରୀ ସୁଶାନ୍ତ କୁମାର ମିଶ୍ର କହିଛନ୍ତି, ଯେଉଁ ଚାଷୀ ଧାନ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିଛନ୍ତି, ତଦନ୍ତ ପରେ ସହାୟତା ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜକଙ୍କୁ ଆର୍ଥତ୍କ ସହାୟତା ଦିଆଯାଉ

ବାରିପଦା ଅଫିସ, ୧୨ା୪- କରୋନା ଯୋଗୁଁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ୧୫ ଦିନ ହେବ ବନ୍ଦ ରହିଛି। ଫଳରେ ଏହି...

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ...

ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ୭୨ ଘଣ୍ଟା ଶଟ୍‌ଡାଉନ୍‌

ଠାକୁରମୁଣ୍ଡା,୧୮ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ରକୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌...

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ଦମ୍ପତି

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁର ଗ୍ରାମର ସ୍ତ୍ରୀ ସ୍ବାମୀ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇ ଶିତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ...

ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) – ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ...

ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା

ମାଲକାନଗିରି,୨୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି...

ତହସିଲଦାରଙ୍କ ଅବିଚାର ବିରୋଧରେ ଧାରଣା

ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲା ଚାନ୍ଦବାଲି ତହସିଲଦାରଙ୍କ ଅବିଚାର ବିରୋଧରେ ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅଣ୍ଡିଆପାଟ ଗ୍ରାମର ଏକ ପରିବାର ଜିଲାପାଳଙ୍କ ଅଫିସ ଆଗରେ...

ଅଟୋ, ଟ୍ୟାକ୍ସି ଚାଳକଙ୍କ ଜୀବିକା ଛଡ଼ାଇଛି କରୋନା

ପୁରୀ ଅଫିସ,୩୦।୫: କରୋନାର ଦ୍ୱିତୀୟ ଲହର ସମାଜର ମଧ୍ୟମ ଓ ଗରିବ ଶ୍ରେଣୀର ଜନସାଧାରଣ ପାଇଁ ଏବେ ବାଧକ ସାଜିଛି। ପୁରୀ ସହର ଏକ ପର୍ଯ୍ୟଟନସ୍ଥଳ...

Advertisement
Archives

Model This Week