‘ସ୍ମାର୍ଟ ଯୋଡି’ ଶୋ’ର ଓ୍ବିନର ହେଲେ ଏହି ଯୋଡ଼ି

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ବିକି ଜୈନ ବିବାହ ପରେ ଅନେକ ରିଆଲିଟି ଶୋ’ରେ ନଜର ଆସନ୍ତି। ନିକଟରେ ‘ସ୍ମାର୍ଟ ଯୋଡି’ ଶୋ’ରେ ଏହି ଦମ୍ପତ୍ତଙ୍କର ସୁନ୍ଦର କେମେଷ୍ଟ୍ରି ଦେଖିବାକୁ ମିଳିଥିଲା। ଏହି ଶୋ’ରେ ଅଙ୍କିତା ଏବଂ ବିକି ବିଜେତା ହୋଇଛନ୍ତି। ଶୋ’ରେ ଜିତିବା ପରେ ଦୁହେଁ ଏକ ଟ୍ରଫି ପାଇବା ସହିତ ୨୫ ଲକ୍ଷ ଟଙ୍କା ମଧ୍ୟ ପାଇଛନ୍ତି । ସେହିପରି ବଲରାଜ ଏବଂ ତାଙ୍କ ସ୍ତ୍ରୀ ଦୀପ୍ତି ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଅର୍ଜୁନ- ନେହା ତୃତୀୟ ସ୍ଥାନରେ ଅଛନ୍ତି। ଟ୍ରଫି ଜିତିବା ପରେ ଅଙ୍କିତା କହିଛନ୍ତି, ‘ସ୍ମାର୍ଟ ଯୋଡି ଟାଇଟଲ ଜିତିବା ପରେ ମୁଁ ବହୁତ ଖୁସି ଅଛି। ଉତ୍ସାହ, ଖୁସି ଏବଂ ନର୍ଭସ ସବୁ ଏକାଠି ଅନୁଭବ କରୁଛି । ବିକିଙ୍କ ସାହାଯ୍ୟ ବିନା ଏହା ସମ୍ଭବ ହୋଇ ନଥାନ୍ତା। ଏହି ଶୋ’କୁ ଆସିବା ପରେ ଆମ ସମ୍ପର୍କକୁ ଆହୁରି ମଜବୁତ କରି ପାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri