Posted inଖେଳ

ଆଫଗାନିସ୍ତାନଠାରୁ ପରାସ୍ତ ହେବାପରେ ପ୍ରବଳ କାନ୍ଦିଥିଲେ ପାକିସ୍ତାନ ଅଧିନାୟକ

ନୂଆଦିଲ୍ଲୀ,୨୫।୧୦: ୨୦୨୩ ବିଶ୍ୱକପରେ ଆଫଗାନିସ୍ତାନ ବିପକ୍ଷରେ ପାକିସ୍ତାନର ପରାଜୟ ଯୋଗୁ ଅଧିନାୟକ ବାବର ଆଜମଙ୍କୁ ସବୁ ଦିଗରୁ ସମାଲୋଚନା କରାଯାଉଛି। ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ପୂର୍ବତନ କ୍ରିକେଟର ପର୍ଯ୍ୟନ୍ତ ସମସ୍ତେ ବାବର ଆଜାମଙ୍କୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ ପାକିସ୍ତାନ ପୂର୍ବତନ ବ୍ୟାଟ୍ସମ୍ୟାନ ମହମ୍ମଦ ୟୁସୁଫ ବାବରଙ୍କୁ ସମର୍ଥନ କରି ଏକ ବଡ ଦାବି କରିଛନ୍ତି।
ମହମ୍ମଦ ୟୁସୁଫ କହିଛନ୍ତି ଯେ, ୨୦୨୩ ବିଶ୍ୱକପରେ ପାକିସ୍ତାନ ଦଳର ଖରାପ ପ୍ରଦର୍ଶନ ପାଇଁ ବାବର ଆଜମ କେବଳ ଦାୟୀ ନୁହଁନ୍ତି। ଆଫଗାନିସ୍ତାନକୁ ପରାସ୍ତ ହେବା ପରେ ବାବର ଆଜାମ ବହୁତ କାନ୍ଦିଥିଲେ। ଏହି ପରାଜୟରେ କେବଳ ବାବରଙ୍କ ଦୋଷ ନୁହେଁ। ସମଗ୍ର ଦଳ ଏବଂ ପରିଚାଳନା ଏଥିରେ ଜଡିତ ଅଛନ୍ତି। ଏହି କଷ୍ଟ ସମୟରେ ଆମେ ଏବଂ ସମଗ୍ର ଦେଶ ତାଙ୍କ
ପାକିସ୍ତାନର ଅବସ୍ଥା ବର୍ତ୍ତମାନ ଏପରି ଯେ ଯଦି ଏଠାରୁ ଗୋଟିଏ ମ୍ୟାଚ ହାରିଯାଏ ତେବେ ସେମିଫାଇନାଲ୍ର ଦ୍ୱାର ବନ୍ଦ ରହିବ। ଏଭଳି ପରିସ୍ଥିତିରେ ପାକିସ୍ତାନକୁ ଯେ କୌଣସି ମୂଲ୍ୟରେ ବାକି ସମସ୍ତ ମ୍ୟାଚ ଜିତିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri