ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ହେବ। ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ରାଜ୍ୟ ସରକାର ଜଣାଇଛନ୍ତି। ଏହାପରେ ଜାନୁୟାରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ଜାନୁୟାରୀ ୫ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୭ରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ସରକାର ଚୂଡ଼ାନ୍ତ ତାଲିକା ଦେବେ । ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri