Posted inଜାତୀୟ

୩ ବର୍ଷର ଝିଅକୁ କାର୍‌ ଭିତରେ ଛାଡି ମା’ବାପା ଗଲେ ବିବାହ ଭୋଜି: ପରେ ଆସି ଦେଖିବାରୁ…

କୋଟା, ୧୭।୫:ରାଜସ୍ଥାନର କୋଟାରେ ଗୁରୁବାର ଏକ ବନ୍ଦ କାର୍‌ରେ ଜଣେ ୩ ବର୍ଷୀୟା ଝିଅର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ପ୍ରଦୀପ ନାଗର ୨ ଝିଅ ଓ ସ୍ତ୍ରୀଙ୍କ ସହ ଏକ ବିବାହ ଉତ୍ସବକୁ ଯାଇଥିଲେ। ସେଠାରେ ପହଞ୍ଚିବା ପରେ ପ୍ରଥମେ ପ୍ରଦୀପଙ୍କ ବଡ଼ଝିଅ ଓ ସ୍ତ୍ରୀ କାର୍‌ରୁ ବାହାରି ଯାଇଥିଲେ। ପ୍ରଦୀପ କାର୍‌ ପାର୍କ କରି ସାନଝିଅ ଗୋର୍ବିକା(୩)କୁ କାର୍‌ ମଧ୍ୟରେ ଲକ୍‌ କରି ବିବାହ ଉତ୍ସବରେ ସାମିଲ ହୋଇଥିଲେ। ପ୍ରାୟ ୨ ଘଣ୍ଟା ପରେ ସାନଝିଅ ସାଥିରେ ନ ଥିବା ଜାଣିପାରି ସେମାନେ ଖୋଜାଖୋଜି କରିଥିଲେ। ଝିଅକୁ ନ ପାଇବାରୁ କାର୍‌ ନିକଟକୁ ଯାଇ ବେହୋସ ଅବସ୍ଥାରେ ଉଦ୍ଧାର କରି ମେଡିକାଲକୁ ନେଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ସ୍ତ୍ରୀଙ୍କ ସହ ୨ ଝିଅ ଚାଲିଯାଇଥିବା ଭାବି ସେ କାର୍‌ ଲକ୍‌ କରିଥିଲେ ବୋଲି ପୋଲିସ ସମ୍ମୁଖରେ ପ୍ରଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍‌ ପ୍ରଣାଳୀ ଖୋଲ, ନ ହେଲେ ଧ୍ୱଂସ କରିଦେବୁ: ଇରାନ୍‌କୁ ଟ୍ରମ୍ପଙ୍କ ଖୋଲା ଚେତାବନୀ

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri