ପ୍ୟାରିସ,୨୪ା୬(ଏପି): ପ୍ୟାରିସ ଅଲିମ୍ପିକ୍ସର ଆୟୋଜକ ଗଣ ଶୁକ୍ରବାର ମଶାଲ ରିଲେର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। କଲ୍ଡ୍ରନ୍ରେ ଅଗ୍ନି ସଂଯୋଗ ପୂର୍ବରୁ ଅଲିମ୍ପିକ ମଶାଲ ୬୮ରୁ ଅଧିକ ଦିନ ବିଶ୍ୱର ୪୦୦ଟି ସହର ପରିକ୍ରମା କରିବ। ଆୟୋଜକ କମିଟି ସଭାପତି ଟୋନି ଇଷ୍ଟାନ୍ଗ୍ବେଟ୍ କହିଛନ୍ତି, ପରମ୍ପରା ଅନୁସାରେ ଆସନ୍ତା ବର୍ଷ ଏପ୍ରିଲ ୧୬ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗ୍ରୀସ୍ର ପୁରାତନ ଅଲିମ୍ପିଆରେ ସୂର୍ଯ୍ୟଙ୍କ କିରଣରୁ ମଶାଲରେ ଅଗ୍ନି ସଂଯୋଗ କରାଯିବ। ଏଥେନ୍ସକୁ ହସ୍ତାନ୍ତର ପୂର୍ବରୁ ଏହା ଦେଶ ସାରା ପରିକ୍ରମା କରିବ। ଏପ୍ରିଲ ୨୭ରେ ମଶାଲ ଏଥେନ୍ସ ପ୍ରସ୍ଥାନ କରି ବେଲେମ ନାମକ ଏଜ ଜାହାଜରେ ୨,୬୦୦ ବର୍ଷର ପୁରାତନ ଗ୍ରୀକ୍ ଉପନିବେଶ ଫ୍ରେଞ୍ଚ ବନ୍ଦର ମର୍ସିଲି ଅଭିମୁଖେ ଯାତ୍ରା କରିବ। ବେଲେମ ପ୍ରଥମେ ୧୮୯୬ରେ ବ୍ୟବହାର କରାଯାଇଥିଲା। ସେହିବର୍ଷ ଆଧୁନିକ ଅଲିମ୍ପିକ ପ୍ରତ୍ୟାବର୍ତ୍ତନ କରିଥିଲା। ଜାହାଜଟି ମର୍ସିଲିରେ ମେ’ ୮ ତାରିଖରେ ପହଞ୍ଚତ୍ବ।
ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ
ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍ର ଏକ ଲିଗ୍ ମ୍ୟାଚ୍ରେ…
ବିଷାକ୍ତ ଗ୍ୟାସ୍ ଲିକ୍: ଚାଲିଗଲା ୩୭ ଜୀବନ
ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍ ଲିକ୍ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…
ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ
କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍ରେ ଇଟାଲିକୁ ୪୨ ରନରେ ପରାସ୍ତ…
ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି
ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…
Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ
ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…
ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…
T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ
ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…
Archives

