ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଥିବା ପାର୍କ ଏବେ ଅନାବନା ଗଛରେ ପରିପୂର୍ଣ୍ଣ

ଗଞ୍ଜାମ,୧୨।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ପ୍ରଶାସନ ପକ୍ଷରୁ ସହର ବିଭିନ୍ନ ସ୍ଥାନରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚରେ ଶିଶୁ ପାର୍କ ନିର୍ମାଣ କରାଯାଇଛି । କିନ୍ତୁ ରକ୍ଷଣା ବେକ୍ଷଣ ଅଭାବରୁ କିଛି ସ୍ଥାନରେ ଭାଙ୍ଗି ରୁଜି ଗଲାଣି ତ କିଛି ସ୍ଥାନରେ ଲଟାବୁଦା ଓ ଅନାବନା ଗଛରେ ପରିପୂର୍ଣ୍ଣ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି । ଏନଏସି ଅନ୍ତର୍ଗତ ୱାର୍ଡ ନଂ ଆଠ ପୁଇଁତୋଳା ବଡ଼ ବନ୍ଧ ନିକଟରେ ଥିବା ଶିଶୁ ପାର୍କ ଅନାବନା ଗଛରେ ପରିପୂର୍ଣ୍ଣ ହୋଇ ରହିଛି । ଏଭଳି ଅବସ୍ଥା ଯୋଗୁଁ ପିଲାମାନେ ଖେଳିବାକୁ ଆସୁ ନାହାନ୍ତି। ପୂର୍ବରୁ ପ୍ରତ୍ୟେକ ଦିନ ସେଠାରେ ଛୋଟ ଛୋଟ ପିଲାଙ୍କ ଭିଡ଼ ଜାମୁଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri