ଭୋଜି ରନ୍ଧାକୁ ବନ୍ଦ କଲା ପ୍ରଶାସନ, ୫ ହଜାର ଟଙ୍କା ଜରିମାନା

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ତ୍ତମାହା ପଞ୍ଚାୟତ କେର୍କେବାଡ଼ିର ଏକ ଜଙ୍ଗଲ ପାହାଡ଼ ନିକଟରେ ଭୋଜି ଚାଲିଥିବା ଖବର ପାଇ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ ଏବଂ ଆଇଆଇସି କୌଶିକ ମାଝୀ ମିଳିତ ଚଢ଼ାଉ କରି ୫ ହଜାର ଟଙ୍କା ଜରିମାନା ଆଦାୟ କରିବା ସହ ଭୋଜି ବ୍ୟବସ୍ଥାକୁ ବନ୍ଦ କରିଥିଲୋ ପ୍ରକାଶ ଯେ, କେର୍କେବାଡ଼ିର କଶିଲା ପ୍ରଧାନ ଏକ ଭୋଜି ଆୟୋଜନ କରିଥିଲୋ ରା୍ଯଯ ସରକାର ଭୋଜିକୁ ଅନୁମତି ଦେଉ ନ ଥିବା ବେଳେ କଶିଲା କୌଣିସ ଅନୁମତି ନ ନେି କୋଭିଡ ଗାଇଡଲାଇନକୁ ଉଲଂଘନ କରି ଭୋଜିଭାତ କରୁଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri