କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ ଶିଶୁଥିବା ଜଣାପଡ଼ିଛି। ଏହା ସହ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, କରୋନା କଟକଣା ସତ୍ତ୍ୱେ ଉକ୍ତ ଗ୍ରାମରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ ବ୍ୟକ୍ତି ଭାତ ଓ ଚିକେନ୍‌ ଖାଇବାକୁ ଦେଇଥିଲେ। ସେଠାରେ ୧୦୦ ଲୋକ ଖାଇକି ଆସିବା ପରେ ଶନିବାର ଅପରାହ୍ନରେ ଜର, ଝାଡା ବାନ୍ତି ହୋଇଥିଲା। ସୋନଙ୍କ ମଧ୍ୟରୁ ୨୪ ଜଣରୁ ଊର୍ଦ୍ଧ୍ୱ ଲୋକଙ୍କୁ ନୀଳଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ରାତିରେ ସେଠାରେ ବିଧାୟକ ଇ ସୁକାନ୍ତ କୁମାର ପହଞ୍ଚିଥିଲେ। ପରେ ଏ ନେନଇ ଜିଲାପାଳଙ୍କୁ ଜଣାଇଥିଲେ। ରାତିରେ ବାଲେଶ୍ୱର ମେଡିକାଲ ଓ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ପବ୍ଲିକ ହେଲଥ୍‌ ଟିମ ଉକ୍ତ ଗ୍ରାମରେ ପହଞ୍ଚିବା ସହ ୬୭ରୁ ଊଦ୍ଧର୍‌ବ ଲୋକଙ୍କୁ ‌ସେବା ଯୋଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri