ମହାନଦୀରେ ୩ ଘଣ୍ଟା ଫଶିଲା ଯାତ୍ରୀବାହୀ ଡଙ୍ଗା

ମହାକାଳପଡା,୩୦।୧: ମହାନଦୀ ମଝିରେ ଫସିଥିଲା ଯାତ୍ରୀବାହୀ ଡ଼ଙ୍ଗା। କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ବାହାକୂଦ-ମୂଷାଡ଼ିଆ ଫେରିଘାଟରେ ଏଭଳି ଘଟଣା ଘଟିଛି। ଅଳ୍ପକେ ୫୦ଜଣ ଯାତ୍ରୀ ବର୍ତ୍ତିଯାଇଛନ୍ତି ।
ସୂଚନାଯୋଗ୍ୟ, ମହାକାଳପଡ଼ା ବ୍ଲକ ବାହାକୂଦ-ମୂଷାଡ଼ିଆ ଫେରିଘାଟର ମଙ୍ଗଳବାର ଭୋରରୁ ବାହାକୁଦ ପଟୁ ୫୦ରୁ ଊଦ୍ଧର୍‌ବ ଯାତ୍ରୀଙ୍କୁ ଡଙ୍ଗାଟି ନେଇ ପାରାଦୀପ ଅଭିମୁଖେ ଯାଉଥିଲା ।

ଏହି ସମୟରେ ମହାନଦୀ ମଝିରେ ଡଙ୍ଗାର ଇଞ୍ଜିନରେ ତ୍ରୁଟି ଯୋଗୁଁ ଡ଼ଙ୍ଗା ଅଚଳ ହୋଇଯାଇଥିଲା । ଡ଼ଙ୍ଗାରେ ଥିବା ୫୦ଜଣ ଯାତ୍ରୀ ମହାନଦୀ ମଝିରେ ପ୍ରାୟ ୩ ଘଣ୍ଟା ଫସି ରହିବା ପରେ ସ୍ଥାନୀୟ ଲୋକ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri