ଚଳନ୍ତା ଟ୍ରେନ୍‌ରୁ ଡେଇଁପଡ଼ିଲେ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୦।୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନରେ ରବିବାର ଜଣେ ଯାତ୍ରୀ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଥିବା ବେଳେ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ସେ ହେଲେ ଜୟଶଙ୍କର ମୁଣ୍ଡା (୩୪)। ଆସାମ୍‌ରୁ ଜୟଶଙ୍କର ନିଜ ସ୍ତ୍ରୀଙ୍କ ସହ ଚେନ୍ନାଇ ବୁଲିବାକୁ ଯାଉଥିଲେ। ସେମାନେ ଜେନେରାଲ ଟିକେଟ୍‌ କରି ବ୍ରହ୍ମପୁର ଆସିଥିଲେ। ଏଠାରୁ ଅନ୍ୟ ଟ୍ରେନ୍‌ରେ ଚେନ୍ନାଇ ଯିବା ପାଇଁ ଲକ୍ଷ୍ୟ ରଖିଥିଲେ। ହେଲେ ଭୁଲବଶତଃ ୧ନଂ ପ୍ଲାଟଫର୍ମରେ ଲାଗିଥିବା ଚେନ୍ନାଇ-ହାଓ୍ବଡ଼ା ମେଲରେ ଚଢ଼ିଯାଇଥିଲେ। ସେମାନେ ଏହା ଜାଣିଲା ବେଳକୁ ଟ୍ରେନ୍‌ ଛାଡ଼ି ଦେଇଥିଲା। ସେଥିରୁ ଓହ୍ଲାଇବା ପାଇଁ ଜୟଶଙ୍କର ଡେଇଁ ପଡ଼ିଥିଲେ। କିନ୍ତୁ ନିୟନ୍ତ୍ରଣ ହରାଇ ପ୍ଲାଟଫର୍ମରୁ ରେଳଧାରଣାକୁ ଖସିଯାଉଥିବା ବେଳେ ଦେବଦୂତ ସାଜି ସେଠାରେ ନିୟୋଜିତ ଥିବା ଆର୍‌ପିଏଫ୍‌ କନଷ୍ଟେବଳ ସୂର୍ଯ୍ୟକାନ୍ତ ସାହୁ ତାଙ୍କୁ ଭିଡ଼ି ନେଇ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ

ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍‌.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ...

କଟକରୁ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୫।୧୧-କଟକ ସହରରୁ ଆଜି ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌...

ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା

ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ...

ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ...

ଅବ୍ୟବସ୍ଥାରେ ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୨୦।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତଥା ମାଓବାଦୀ ପ୍ରବଣ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ଛାତ୍ରୀଛାତ୍ରଙ୍କୁ ଅତି ନିମ୍ନମାନର ଖାଦ୍ୟ ଦିଆଯାଉଛି। ବିଭାଗୀୟ ଅଧିକାରୀ...

ଚମକ ଭରିବ ଚୁମୁକି

ବଅଁରପାଳ, ୩୦ା୯ (ଡି.ଏନ.ଏ.): ଶେଷ ସୋପାନରେ ପହଞ୍ଚିଲାଣି ଶାରଦୀୟ ପୂଜା ଆୟୋଜନ। ମଣ୍ଡପ ସାଜସଜ୍ଜା ସମ୍ପୂର୍ଣ୍ଣ ହେବାକୁ ଆଉ ଅଧିକ କାର୍ଯ୍ୟ ନାହିଁ। ଝଲମଲ କଲାଣି...

ପୋଖରୀରେ ଓଲଟିଲା ଟ୍ରାକ୍ଟର, ଗଲା ୪ ଜୀବନ

ଦନ୍ତେୱାଡା,୯।୮: ସୋମବାର ଥିଲା ବିଶ୍ୱ ଆଦିବାସୀ ଦିବସ। ଏଥିରେ ଭାଗ ନେବାକୁ ମାଲକାନଗିରି ଜିଲା ଟାଟୁମ ଗାଁର ପ୍ରାୟ ୩୦ଜଣ ଆଦିବାସୀ ଏକ ଟ୍ରାକ୍ଟର ଯୋଗେ...

ନୂଆପଡ଼ା ଏଡିଏମ୍‌ କରୋନା ଆକ୍ରାନ୍ତ

ନୂଆପଡ଼ା ଅଫିସ,୧୯ା୮-ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଜଣକ ପରେ ଜଣେ ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ସଂକ୍ରମଣର ଶିକାର...

Advertisement
Archives

Model This Week