ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ, ଡାକ୍ତରଙ୍କୁ ନିସ୍ତୁକ ଛେଚିଲେ ସମ୍ପର୍କୀୟ

ବଲାଙ୍ଗୀର, ୩୦।୧- (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁକୁ ନେଇ
ରେ ଜଣେ ଡାକ୍ତରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି । ଚିକିତ୍ସା ଅବହେଳାରୁ ରୋଗୀର ମୃତ୍ୟୁ ଅଭିଯୋଗ ଆଣି ପରିବାର ଲୋକେ ଡାକ୍ତରଙ୍କୁ ମାଡ ମାରିଛନ୍ତି। ବଲାଙ୍ଗୀର ସହର କନ୍ଧପାଲିପଡାର ନିକୁ ବାରିକ (୩୦) ଅସୁସ୍ଥ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଠିକଣା ସମୟରେ ଚିକିତ୍ସା ନ ହେବାରୁ ରୋଗୀଙ୍କ ମୃତ୍ୟୁ ହୋଇଯାଇଥିଲା । ଡାକ୍ତର ଜଣକ ମଦ ପିଇଥିବା ଅଭିଯୋଗ କରାଯାଇଛି । ଡାକ୍ତର ୩ ଘଣ୍ଟା ବିଳମ୍ବରେ ପହଞ୍ଚି ଚିକିତ୍ସାରେ ଦେବାରେ ବିଳମ୍ବ କରିବା ଅଭିଯୋଗ କରି ଡ଼ାକ୍ତରଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଡ଼ାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। କିଛି ଦିନ ପୂର୍ବରୁ ଜଣେ ଡାକ୍ତରଙ୍କୁ ମାଡ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଜାତୀୟ ନିରାପତ୍ତା ଆଇନ (ଏନ୍ଏସଏ) ଲାଗୁ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri