ଗାଁକୁ ଗଲାନି ଆମ୍ବୁଲାନ୍ସ: ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ କର୍ମଚାରୀ

ବରଗଡ଼ ଅଫିସ,୧।୮: ବରଗଡ଼ ବ୍ଲକ ତୋରା ପଞ୍ଚାୟତ ଅନ୍ତର୍ଗତ ବଡ଼ଟିକ୍ରା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି । ଫଳରେ ଗ୍ରାମବାସୀଙ୍କୁ ବହୁତ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି। ରବିବାର ଗ୍ରାମକୁ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଅସହାୟ ରୋଗୀଙ୍କୁ ଷ୍ଟ୍ରେଚରରେ ବୋହି ପ୍ରାୟ ୨କି.ମି. ଦୂରରେ ରହିଥିବା ଆମ୍ବୁଲାନ୍ସକୁ ଅଣାଯାଇଥିଲା। ଆମ୍ବୁଲାନ୍ସ ଡ୍ରାଇଭର ଏବଂ ତାଙ୍କ ସହିତ ଯାଇଥିବା ସ୍ବାସ୍ଥ୍ୟ କର୍ମଚାରୀ ସମ୍ପୃକ୍ତ ରୋଗୀଙ୍କୁ ବୋହି ଆଣି ଆମ୍ବୁଲାନ୍ସରେ ରଖିଥିଲେ ଏବଂ ବରଗଡ଼ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଏହି ଅଭାବନୀୟ ଘଟଣା ଅଞ୍ଚଳରେ ଆଲୋଡ଼ନ ଖେଲାଇ ଦେଇଥିବାବେଳେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କ ବଦାନ୍ୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ...

ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍‌

ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା...

ବିଲକୁ ଯାଉଥିବା ବେଳେ ଝାମ୍ପିନେଲା ଭାଲୁ

ଠାକୁରମୁଣ୍ଡା,୨୬ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅଧୀନ ସାଲେଇବେଡ଼ା ପଞ୍ଚାୟତର କାଶୀବେଡ଼ା ଗ୍ରାମରେ ଶୁକ୍ରବାର ଭାଲୁ ଆକ୍ରମଣରେ ଦମ୍ପତି ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ...

ରାଜ୍ୟ ସ୍ବାସ୍ଥ୍ୟ ପରିବାର ପକ୍ଷରୁ କ୍ଲିନିକ୍‌ରେ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୮।୧୦: ଭୁବନେଶ୍ୱର ଏକାମ୍ର ମାର୍ଗର ସଞ୍ଜିବନୀ ଅଲଟ୍ରାସାଉଣ୍ଡ କ୍ଲିନିକ୍‌ ଉପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ଓ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗ...

୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ  ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ...

ଆଜୀବନ କାରାଦଣ୍ଡ ଭୋଗୁଥିବା ୫ କଏଦୀ ମୁକ୍ତ

ଭଦ୍ରକ ଅଫିସ,୯।୮: ରାଜ୍ୟ ଆଇନ ବିଭାଗର ବିଜ୍ଞପ୍ତି ତଥା ରାଜ୍ୟ ଜେଲ୍‌ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଅନୁଯାୟୀ ଭଦ୍ରକ ଉପକାରାଗାରରୁ ବୁଧବାର ରାତିରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

ପାଠପଢ଼ା ଚାପରେ ଜୀବନ ହାରିଲେ ୪ର୍ଥ ଶ୍ରେଣୀ ଛାତ୍ରୀ

ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି...

ଖରସ୍ରୋତା ପାଣି ଭଦ୍ରକକୁ ନେବା ଘଟଣା: ରାଜ୍ୟ ସରକାରଙ୍କୁ ଏନ୍‌ଜିଟିର କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ଭଦ୍ରକ ଜିଲାର ୪ ବ୍ଲକ ଅଞ୍ଚଳ ପାଇଁ ନିର୍ମାଣାଧୀନ ମେଗା ପାଣି ପ୍ରକଳ୍ପ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ଛାଟ...

Advertisement
Archives

Model This Week