ଖଟିଆରେ ବୁହା ହେଲେ ରୋଗୀ

ବରଗଡ଼ ଅଫିସ,୨୪।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମକୁ ଏଯାବତ୍‌ ଭଲ ରାସ୍ତାଟିଏ ହୋଇପାରି ନାହିଁ। ଅନ୍ୟପକ୍ଷରେ ଏହି ଗ୍ରାମକୁ ସଂଯୋଗ କରୁଥିବା ପତ୍ରାପାଲି-ଭୁତଟିକ୍ରା ରାସ୍ତା ମଧ୍ୟ ବର୍ଷବର୍ଷ ଧରି ଶୋଚନୀୟ ହୋଇ ପଡିଛି। ଫଳରେ କଣ୍ଟାତଳ ଗ୍ରାମବାସୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ମଙ୍ଗଳବାର ଉକ୍ତ ଗ୍ରାମର ଜଣେ ଅସୁସ୍ଥ ଭକ୍ତ ଚରଣ ନାଏକ(୬୫)ଙ୍କୁ ପରିବାର ଲୋକେ ଖଟିଆରେ ବୋହି ଡାକ୍ତରଖାନା ନେବା ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ତାଙ୍କୁ ପତ୍ରାପାଲି ପର୍ଯ୍ୟନ୍ତ ଖଟିଆରେ ବୋହି ନେବାପରେ ଏକ ଭଡ଼ାଗାଡିରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ଅଞ୍ଚଳବାସୀ ବାରମ୍ବାର ଏଭଳି ଅସୁବିଧାର ସମ୍ମୁଖୀନ ହେଉଥିଲେ ସୁଦ୍ଧା ସ୍ଥାନୀୟ ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନେ ରାସ୍ତା ନିର୍ମାଣ ଦିଗରେ ଚେଇଁ ଶୋଇଥିବାରୁ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri