ଖଟିଆରେ ବୁହାହେଲେ ରୋଗୀ

ନୟାଗଡ଼ ଅଫିସ,୨୬ା୭: ସବୁ ଦିନିଆ ରାସ୍ତାଟିଏ ନ ଥବାରୁ ୪ କିମି ପର୍ଯ୍ୟନ୍ତ ଖଟିଆରେ ଜଣେ ରୋଗୀଙ୍କୁ ବୋହି ନେବାକୁ ପଡ଼ିଛି। ଆମ୍ବୁଲାନ୍ସ କର୍ମଚାରୀ ଓ ଗାଁ ଲୋକେ ଖଟିଆରେ ନେବା ପରେ ଆମ୍ବୁଲାନ୍ସରେ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଏହି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ବୁରୁପାଳୁ ଗାଁରେ। ବୁରୁପାଳୁ ଗାଁଟି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଗାଁକୁ ସବୁ ଦିନିଆ ରାସ୍ତା ନାହିଁ। କେତେକ ସ୍ଥାନରେ ଯେଉଁ ରାସ୍ତା ଅଛି ତାହା ସାମାନ୍ୟ ବର୍ଷାରେ କର୍ଦ୍ଦମାକ୍ତ ହୋଇପଡୁଛି। ଯାହାକି ଯାତାୟାତ ପାଇଁ ଅନୁପଯୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବେଧଡ଼କ ଚାଲିଛେ ଦାଦନ ଶ୍ରମିକ ଚାଲାନ: ଲଗାମ୍‌ କସ୍‌ବାରେ ପରଶାସନ ବିଫଲ

ଲାଠୋର, ୬ା୧(ଡି.ଏନ୍‌.ଏ.)- ରାଏଜ୍‌ ସରକାର ଦାଦନ ସମସିଆ ସଂଗେ ଯୁଝବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ସରକାରୀ...

ରାଜସ୍ବ ବିଭାଗରେ ମୋ’ ସରକାର ବିଫଳ: ବନ୍ଦ ହେଉନି ମେଶିନରେ ବାଲି ଉତ୍ତୋଳନ, ଜୀବିକା ହରାଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୮।୩: ରାଜସ୍ବ ଓ ପ୍ରାକୃତିକ ବିପଯର୍ର୍‌ୟୟ ପରିଚାଳନା (ଆରଆଣ୍ଡଡିଏମ୍‌) ବିଭାଗ ଗତ ୨୬ତାରିଖଠାରୁ ମୋ’ସରକାର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି। ହେଲେ ଏଯାଏ ମୋ’ ସରକାର...

ଷ୍ଟିମ ପାଇପ୍‌ ଫାଟି ଶ୍ରମିକ ମୃତ୍ୟୁ ପ୍ରସଙ୍ଗ: ନଭେମ୍ବର ୫ରେ ନିଯୁକ୍ତି ପାଇବେ ମୃତ ଶଙ୍କରଙ୍କ ସ୍ତ୍ରୀ

ଗଞ୍ଜାମ,୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ଗତ ଅକ୍ଟୋବର ୬ରେ ଷ୍ଟିମ ପାଇପ ଫାଟି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ କାର୍ଯ୍ୟରତ ଇଞ୍ଜିନିୟରଙ୍କୁ ସମେତ ଜଣେ...

କରୋନା କଟକଣା: ବିଭିନ୍ନ ହୋଟେଲ, ଫାଷ୍ଟଫୁଡ୍‌, ଉଠାଦୋକାନ ବନ୍ଦ

ବଡ଼ବିଲ,୨୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ପୌର ପ୍ରଶାସନ କରୋନା ନିମନ୍ତେ କଡ଼ା ପଦକ୍ଷେପ ନେଇଛି। ଜିଲାରେ ୧୪୪ ଧାରା ଲାଗୁ ସତ୍ତ୍ୱେ ଜନସମାଗମ ଏଡ଼ାଇବା ସମ୍ଭବ...

ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ

ରାଇକିଆ,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି।...

୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ

କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍‌ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ...

ନକଲି ବନ୍ଧୁକ ଦେଖାଇ ପ୍ରେମ ନିବେଦନ: ଯୁବକଙ୍କୁ କାବୁକରି ନିସ୍ତୁକ ମାଡ଼ ପରେ ପୋଲିସ ଜିମା

ସମ୍ବଲପୁର,୧୩।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଛକଠାରେ ଶୁକ୍ରବାର ଏକ ରୋମାଞ୍ଚକର ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ କଲେଜ...

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ...

Advertisement
Archives

Model This Week