ବଡ ଡାକ୍ତରଖାନାରୁ ନିଖୋଜ ହେଲେ ରୋଗୀ

ବ୍ରହ୍ମପୁର ଅଫିସ,୧୯ା୯:ବ୍ରହ୍ମପୁର ବଡ଼ ଡାକ୍ତରଖାନା ଆଶୁ ଚିକିତ୍ସା ବିଭାଗରେ ଚିକିତ୍ସାଧୀନ ଥିବା ଜଣେ ରୋଗୀ ରବିବାର ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ପୁଅ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନିଖୋଜଙ୍କ ଫଟୋ ଜାରି କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

କବିସୂର୍ଯ୍ୟନଗର ଅଞ୍ଚଳର ବୃନ୍ଦାବନ ମଲ୍ଲିକ(୭୫) ୧୭ ତାରିଖରେ ଆଶୁ ଚିକିତ୍ସା ବିଭାଗରେ ଭର୍ତ୍ତି ହୋଇଥିଲେ । ହେଲେ ୧୮ ତାରିଖ ଦିନବେଳେ ସେ ଶଯ୍ୟା ଛାଡି କେଉଁଆଡେ ଚାଲିଯାଇଥିଲେ। ବହୁ ଖୋଜାଖୋଜି ପରେ ବୃନ୍ଦାବନଙ୍କୁ ନ ପାଇ ତାଙ୍କ ପୁଅ ବଡ ଡାକ୍ତରଖାନା ଫାଣ୍ଡି ପୁଲିସକୁ ଜଣାଇଥିଲେ। ଏ ନେଇ ବୈଦ୍ୟନାଥପୁର ଥାନାରେ ଏକ ନିଖୋଜ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri