ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ପାଟଣା ବିଧାୟକ

ପାଟଣା,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କୁ ଜିଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତି ମଳିଛି। ଏ ନେଇ ରାଜ୍ୟ ଯୋଜନା ସମନ୍ବୟ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଜଗନ୍ନାଥ ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ଭାଜନ ହୋଇ ଜିଲା ଯୋଜନା ବୋର୍ଡ ଭଳି ଗୁରୁତ୍ୱ ପୂର୍ଣ୍ଣ ପଦବୀରେ ଅଭିଷିକ୍ତ ହୋଇଥିବାରୁ ପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ନେତା ଓ କର୍ମୀଙ୍କ ମହଲରେ ଏ ନେଇ ଖୁସିର ଲହରୀ ଖେଳି ଯାଇଛି । ଯୋଜନା ବୋର୍ଡର ନୂତନ ଅଧ୍ୟକ୍ଷ ଭାବେ ଜଗନ୍ନାଥ ନାଏକଙ୍କୁ ପଦବୀ ମିଳିବା ପରେ ସେ ତାଙ୍କ ପ୍ରତିକ୍ରିୟାରେ ପାଟଣା ନିର୍ବାଚନମଣ୍ଡଳୀ ଓ ଜିଲାର ସମସ୍ତ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି। ଏହି ପଦବୀ ମିଳିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା...

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି...

କୋରାପୁଟ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ

ଜୟପୁର,୩୧।୧୨(ଡି.ଏନ.ଏ)ରାଜ୍ୟର ଅନ୍ୟତମ ପୁରାତନ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ ହୋଇଛି ା ଗତ ମଙ୍ଗଳବାର ଦିଲ୍ଲୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ୪୪ତମ ବାର୍ଷିକ ପୁରସ୍କାର...

ଟ୍ରକ୍‌ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଝାରସୁଗଡ଼ା ଅଫିସ,୪।୧୧: ଝାରସୁଗଡ଼ା ଜିଲା ରେଙ୍ଗାଲି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ କତରବଗା ନିକଟରେ ଗୁରୁବାର ଅପରାହ୍ନରେ ଏକ ୧୪ ଚକିଆ ମାଲ୍‌...

୪୦ ବିହାରୀ ଶ୍ରମିକ ଉଦ୍ଧାର

ଓଡ଼ାପଡ଼ା,୧ା୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ହିନ୍ଦୋଳ ରୋଡ୍‌ ଛକରୁ ଗୁରୁବାର ୪୦ଜଣ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଛି।...

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର...

ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲା: ୪ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମରେ କଲ୍ୟାଣମଣ୍ଡପ ଜମି ଚିହ୍ନଟକୁ କେନ୍ଦ୍ରକରି ବୁଧବାର ସକାଳେ ଘଟିଥିବା ସଂଘବଦ୍ଧ ଆକ୍ରମଣ ଓ...

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସ୍କୁଲ ଅଧ୍ୟକ୍ଷ

ଭବାନୀପାଟଣା,୧୦।୩(ସ୍ବ.ପ୍ର.): ଛାତ୍ରୀଙ୍କୁ ଅସଦାଚରଣ କରିବା ସ୍କୁଲ ଅଧ୍ୟକ୍ଷଙ୍କୁ ମହଙ୍ଗା ପଡ଼ିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଏକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ସ୍କୁଲରେ କାର୍ଯ୍ୟରତ ଅଧ୍ୟକ୍ଷ...

Advertisement
Archives

Model This Week