Posted inଜାତୀୟ

ସୁଶାନ୍ତ ସିଂ ରାଜପୁତ ମାମଲା: କ୍ୱାରାଣ୍ଟାଇନ୍‌ରୁ ବାହାରିଲେ ପାଟଣା ଏସ୍‌ପି

ପାଟଣା,୭ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଥିବା ବିହାର କ୍ୟାଡର ଆଇପିଏସ ଅଧିକାରୀ ବିନୟ ତିଓ୍ବାରୀଙ୍କୁ କ୍ୱାରାଣ୍ଟାଇନ୍‌ ମୁକ୍ତ କରାଯାଇଛି। ପାଟଣା ପୋଲିସର ସୁପାରିଶ କ୍ରମେ ବିଏମ୍‌ସି ୫ ଦିନ କ୍ୱାରାଣ୍ଟାଇନ୍‌ରେ ରଖିବା ପରେ ଏସ୍‌ପି ବିନୟ ତିଓ୍ବାରୀଙ୍କୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ରିଟର୍ନ ଟିକେଟ ଦେଖାଇବା ପରେ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଜେଡିକୁ ଶକ୍ତ ଝଟକା

ପାଟନା, ୨୪ା୬ : ବିହାରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇ ନ ଥିବାବେଳେ ଦଳବଦଳ ଆରମ୍ଭ ହୋଇଗଲାଣି। ଏହିକ୍ରମରେ ମଙ୍ଗଳବାର ଲାଲୁପ୍ରସାଦ ଯାଦବଙ୍କ...

ଏଠାରେ ଲୋକେ ଭୟରେ କରନ୍ତିନି ଦୁର୍ଗା ପୂଜା…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଦେଖାଯାଇଥାଏ। ଝାଡ଼ଖଣ୍ଡର ୪ଟି ଜିଲାରେ ଶାରଦୀୟ ଦୁର୍ଗା ପୂଜା ପାଳିତ ହୋଇ ନ ଥାଏ। ଏଠାରେ ବାସ...

‘ପୂଜା କଲେ ମାସ୍କ ଦରକାର ନାହିଁ’

କରୋନାରୁ ମୁକ୍ତି ପାଇବାକୁ ମଧ୍ୟପ୍ରଦେଶର ଜଣେ ମନ୍ତ୍ରୀ ଏୟାରପୋର୍ଟରେ ପୂଜାର୍ଚ୍ଚନା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଭାଜପା ନେତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଉଷା ଠାକୁର...

ତିହାର ଜେଲ୍‌ ଗଲେ ସେନଗର: ୭ ଅଗଷ୍ଟରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୫।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗର ସୋମବାର ଦିଲ୍ଲୀର ତିସ୍‌ ହଜାରି କୋର୍ଟରେ ହାଜର...

କଶ୍ମୀର ନିଷ୍ପତ୍ତି ନେଇ ଅନ୍ୟ ଦେଶକୁ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟ ବିଭାଜନ ସମ୍ପର୍କିତ ନିଷ୍ପତ୍ତି ଭାରତ ଜାତିସଂଘ ସୁରକ୍ଷା ପରିଷଦର ୫ ସଦସ୍ୟ ରାଷ୍ଟ୍ର ସମେତ ଅନ୍ୟ...

‘ମୋଦି ସରକାର ଏକଚ୍ଛତ୍ରବାଦୀ’

ନୂଆଦିଲ୍ଲୀ, ୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସାମ୍ପ୍ରଦାୟିକ, ଫାସିବାଦୀ ତଥା ଏକଚ୍ଛତ୍ରବାଦୀ ବୋଲି ସୋମବାର ଆନ୍ଦୋଳନରତ କୃଷକମାନେ ଅଭିଯୋଗ କରିଛନ୍ତି। ଏଥିସହିତ...

ଇଣ୍ଟରନେଟ୍‌ର ଚମତ୍କାରିତା: ନିଖୋଜ ହେବାର ୪୦ ବର୍ଷ ପରେ ଘରକୁ ଫେରିଲେ ୯୪ ବର୍ଷୀୟା ବୃଦ୍ଧା

ଭୋପାଳ, ୨୦।୬- ଇଣ୍ଟରନେଟ୍‌ ସହିତ ଆଜିର ଯୁବ ପିଢ଼ି ପୁରା ଜଡ଼ିତ ହୋଇସାରିଛି। ଇଣ୍ଟରନେଟ୍‌ ଦ୍ୱାରା ଆମର କେତେବେଳେ ଉପକାର ହେଉଛିତ ପୁଣି ଅପକାର। କିନ୍ତୁ...

ଏହି ମନ୍ଦିରରେ ଆଜି ପାଳନ କରାଯାଉଛି ସାଧାରଣତନ୍ତ୍ର ଦିବସ:ପଛରେ ରହିଛି ରୋଚକ ତଥ୍ୟ

ଉଜୈନ,୯।୨: ଜାନୁଆରୀ ୨୬ରେ ସମଗ୍ର ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ, କିନ୍ତୁ ଦେଶରେ ଏପରି ଏକ ମନ୍ଦିର ଅଛି ଯେଉଁଠାରେ ଆଜି ଅର୍ଥାତ୍‌ ଫେବୃଆରୀ...

Advertisement
Archives

Model This Week