Posted inଫୁରସତ

ବାଘକୁ ଚକମା ଦେଇ ଖସିଗଲେ ମୟୂରପଲ: ଦେଖନ୍ତୁ ଭିଡିଓ…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ଶିକାର ପାଇଁ ବାଘ ପାହାଡ ଉପରୁ ଡେଉଁଛି ତ ଆଉ କେତେବେଳେ ବାଘ ସିଂହ ମଧ୍ୟରେ ଘମାଘୋଟ ଲଢେଇ ଦେଖିବାକୁ ମିଳୁଛି। ବର୍ତ୍ତମାନ ମୟୂରପଲ ଚକମା ଦେଇ ବାଘ ମୁହଁରୁ ଖସି ପଳାଉଥିବା ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏହି ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ୪ଟି ମୟୂର ପଡିଆରେ ବୁଲି ଖାଦ୍ୟ ସଂଗ୍ରହ କରୁଛନ୍ତି। ସେହି ସମୟରେ ପଛରୁ ଏକ ବାଘ ଆସି ମୟୂରଙ୍କୁ ଆକ୍ରମଣ କରିବା ପାଇଁ ଉଦ୍ୟମ କରୁଥିବାବେଳେ ମୟୂରପଲ ସେଠାରୁ ଉଡି ପଳାଉଛନ୍ତି। ଆଇଏଫଏସ୍‌ ସୁଶାନ୍ତ ନନ୍ଦ ଉକ୍ତ ଭିଡିଓକୁ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ବାୟୋଡାଟା ଟାଙ୍ଗିଦେଲେ ଯୁବକ, ମାତ୍ର ୩ ଘଣ୍ଟାରେ ମିଳିଗଲା ଚାକିରି; ଜାଣନ୍ତୁ କେମିତି

ଲଣ୍ଡନ,୨୭ା୧୧: ଲଗାତର ଇଣ୍ଟରଭ୍ୟୁ ଦେବା ପରେ ଜଣେ ଯୁବକଙ୍କୁ ଚାକିରି ମିଳୁ ନ ଥିଲା। ପରେ ସେ ଚାକିରି ଖୋଜିବା ପାଇଁ ଏକ ନୂଆ ତରିକା...

ଏହି ଗାଁରେ ୯ ବର୍ଷ ହେଲା ଖାଲି ଜନ୍ମ ନେଉଛନ୍ତି ଝିଅ, ପୁଅ ଜନ୍ମ ହେଲେ ମିଳିବ ପୁରସ୍କାର

ପୋଲାଣ୍ଡର ମିଜେସ୍କେ ଔନ୍ଦ୍ରଜେନ୍‌ସ୍କି ନାମକ ଏକ ଗାଁରେ ଦୀର୍ଘ ୯ ବର୍ଷ ହେବ କେବଳ ଝିଅ ଜନ୍ମ ହେଉଛନ୍ତି। ୨୦୧୦ ମସିହାରେ ଏହି ଗାଁରେ କେବଳ...

ଝଗଡ଼ା ଲାଗୁଥିଲେ ଦୁଇ ମେଣ୍ଢା, ମଝିରେ ପଶି କୁକୁର କଲା ଏପରି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

୧୩୧.୧୫ କେଜିର ବିବାହ ଡ୍ରେସ୍‌ କେକ୍‌

ବର୍ନ: ସୁଇଜରଲାଣ୍ଡର ଜଣେ ମହିଳା କେକ୍‌ ଡ୍ରେସ୍‌ ତିଆରି କରି ଗିନିଜ୍‌ ୱାଲର୍‌ଡ ରେକର୍ଡରେ ନିଜ ନାମ ଲେଖାଇଛନ୍ତି। ଗତ ମାସ ୧୫ ତାରିଖରେ ଆୟୋଜିତ...

୨୪ ଘଣ୍ଟାରେ ୧୦ ଥର ନେଲେ କରୋନା ଡୋଜ୍‌…

ଓ୍ବିିଲିଂଣ୍ଟନ୍‌, ୧୨।୧୨: ଥରେ ନୁହେଁ ଦୁଇଥର ନୁହେଁ। ଲାଗ ଲାଗ ୧୦ ଥର କରୋନା ଡୋଜ୍‌ ନେଇଛନ୍ତି ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି। ସେ ୨୪ ଘଣ୍ଟାରେ...

ବ୍ରିଗେଡିୟର୍‌ ପେଙ୍ଗୁଇନ୍‌

ସେନାରେ କେବଳ ମଣିଷ ନୁହନ୍ତି ପ୍ରାଣୀମାନେ ବି ସାମିଲ ହୋଇପାରିବେ। ଏକଥାକୁ ଅନେକେ ବିଶ୍ୱାସ କରିପାରୁ ନ ଥିବେ। କିନ୍ତୁ କିଛି ବର୍ଷ ତଳେ ୨୦୧୬ରେ...

ବିବାହରେ ଅତିଥିମାନଙ୍କ ପାଇଁ ପ୍ରବେଶ ଫି ରଖିଲେ ଯୁବତୀ: ସୋସିଆଲ୍‌ ମିଡ଼ିଆରେ ହେଲେ ଟ୍ରୋଲ୍‌

ନ୍ୟୁୟର୍କ,୨୦।୧: ବିବାହରେ ନବ ବିବାହିତ ଯୋଡ଼ାଙ୍କୁ ଆଶୀର୍ବାଦ ଦେବା ପାଇଁ ଅତିଥିମାନେ ଆସିଥାନ୍ତି। ଏଥି ଲାଗି କୌଣସି ପ୍ରବେଶ ଫି ନ ଥାଏ। ତେବେ ଆମେରିକାର...

୩୦୦୦ ଫୁଟ ଉଚ୍ଚ ପର୍ବତ ଚଢ଼ି ରେକର୍ଡ ସୃଷ୍ଟି କଲେ ୧୦ ବର୍ଷର ନାବାଳିକା

କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆ ୟୋସେମିତେ ପାର୍କସ୍ଥିତ ଇଏଲ୍‌ କ୍ୟାପିଟନ୍‌ ପର୍ବତ ପ୍ରାୟ ୩୦୦୦ ଫୁଟ ଉଚ୍ଚ। ଏହି ପର୍ବତର ସର୍ବୋଚ୍ଚରେ ପହଞ୍ଚିବା ଅଧିକ ବିପଦଜନକ ବୋଲି...

Advertisement
Archives

Model This Week