ଓଡ଼ିଶା ଲୋକ ଭୋଟ ଦେଲେ ପଶ୍ଚିମବଙ୍ଗରେ

ଭୋଗରାଇ,୨୭।୩(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶଙ୍ଖାମେଦୀ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଲୋକ ପଶ୍ଚିମବଙ୍ଗରେ ଭୋଟ ଦେଇଛନ୍ତି। ଏଥିସହ ଜଳେଶ୍ୱର ଓ ଭୋଗରାଇ ବ୍ଲକ ସୀମାନ୍ତ ଗାଁଗୁଡ଼ିକ ଦୈତ୍ୟ ଭୋଟରମାନେ ପଶ୍ଚିମବଙ୍ଗ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଅଂଶ ଗ୍ରହଣ କରିଥିବାର ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri