ବ୍ୟକ୍ତିଠାରେ ଏହି ଗୁଣ ରହିବା ଆବଶ୍ୟକ, ଯାହା କେବେ ପ୍ରେମ, ବୈବାହିକ ଜୀବନକୁ ହେବାକୁ ଦେବ ନାହିଁ ବିଫଳ

ପ୍ରେମ ଏବଂ ବୈବାହିକ ସମ୍ପର୍କ ମଣିଷ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ପବିତ୍ର ବୋଲି ବିବେଚନା କରାଯାଏ। ଜଣେ ବ୍ୟକ୍ତି ଏହି ଦୁଇଟି ସମ୍ପର୍କରେ କେବେ ବିଫଳ ହେବାକୁ ଚାହେଁ ନାହିଁ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଏ ବିଷୟରେ ଉଲ୍ଲେଖ କରିଛନ୍ତି ଯେ, ଜଣେ ପ୍ରେମୀ କିପରି ହେବା ଉଚିତ୍‌। ଏପରି ପରିସ୍ଥିତିରେ ଜଣେ ପୁରୁଷରେ କେଉଁ ଗୁଣ ଆବଶ୍ୟକ ତାହା ବିଷୟରେ ମଧ୍ୟ ଚାଣକ୍ୟ କହିଛନ୍ତି।

ଚାଣକ୍ୟ କହିଛନ୍ତି ଯେ, ଯିଏ ମହିଳାଙ୍କୁ ସମ୍ମାନ କରନ୍ତି। ସେମାନଙ୍କର ଗୁରୁତ୍ୱକୁ ବୁଝନ୍ତି ସେ ସେମାନଙ୍କ ସମ୍ପର୍କକୁ ଆଗେଇ ନେବାରେ ବିଫଳ ହେବେ ନାହିଁ।

ଚାଣକ୍ୟ ଏହି ଅଭ୍ୟାସକୁ ପ୍ରେମିକରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି। ତାଙ୍କ ଅନୁଯାୟୀ, ଯଦି ଜଣେ ବ୍ୟକ୍ତି ପ୍ରେମିକା ବ୍ୟତୀତ ଅନ୍ୟ କୌଣସି ମହିଳାଙ୍କ ପ୍ରତି ଆକର୍ଷିତ ହୁଅନ୍ତି ନାହିଁ ଏବଂ ତାଙ୍କୁ ଖରାପ ଆଖିରେ ଦେଖନ୍ତି ନାହିଁ, ତେବେ ସେ ତାଙ୍କ ପ୍ରେମକୁ ବଞ୍ଚାଇ ପାରିବେ।

ଚାଣକ୍ୟଙ୍କ ଅନୁଯାୟୀ, ଯେଉଁ ସ୍ତ୍ରୀଙ୍କୁ ତାଙ୍କ ସ୍ବାମୀ ଉପରେ ଭରସା ଥାଏ ସେମାନଙ୍କ ସମ୍ପର୍କରେ କେବେ ବିଫଳ ହୁଏ ନାହିଁ । ପ୍ରତ୍ୟେକ ସ୍ତ୍ରୀ ନିଜ ସ୍ବମୀଙ୍କଠାରେ ପିତାଙ୍କୁ ଦେଖନ୍ତି। ଏପରି ପରିସ୍ଥିତିରେ, ଯଦି ପୁରୁଷ ସ୍ତ୍ରୀଙ୍କୁ ସୁରକ୍ଷା ଦିଅନ୍ତି , ତେବେ ସେ ସ୍ତ୍ରୀ ସର୍ବଦା ତାଙ୍କ ସହିତ ଖୁସିରେ ରୁହନ୍ତି।

ଚାଣକ୍ୟ କହିଛନ୍ତି ଯେ, ସ୍ତ୍ରୀଙ୍କୁ ସନ୍ତୁଷ୍ଟ କରିବା ଗୁରୁତ୍ୱପୂର୍ଣ୍ଣ। ଯେଉଁ ପ୍ରେମିକ ସାଥୀକୁ ଶାରୀରିକ ସୁଖ ପ୍ରଦାନ କରେ, ମ୍‌ସେମାନଙ୍କ ସମ୍ପର୍କ ସୁଦୃଢ଼ ହୁଏ।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri