ବହୁତ ଭାଗ୍ୟବାନ ଏହି ୪ ରାଶିର ବ୍ୟକ୍ତି; ଧନର ଅଭାବ ନ ଥାଏ, କମ୍‌ ପରିଶ୍ରମରେ ହୁଅନ୍ତି ସଫଳ

କୁହାଯାଏ କଠିନ ପରିଶ୍ରମ ସଫଳତାର ଚାବିକାଠି। କିଛି ଲୋକ ଏପରି ଥାନ୍ତି ଯେଉଁମାନେ ପରିଶ୍ରମ କରିବା ସତ୍ତ୍ୱେ ସଫଳତା ପାଇ ନ ଥାନ୍ତି। ସେହିଭଳି କିଛି କମ୍‌ ପରିଶ୍ରମରେ ବଡ଼ ସଫଳତା ପାଇଥାନ୍ତି। କାରଣ ଭାଗ୍ୟ ସେମାନଙ୍କ ସହ ରହିଥାଏ। ଜ୍ୟୋତିଷଶାସ୍ତ୍ରରେ ଏପରି ୪ ରାଶି ବିଷୟରେ କୁହାଯାଇଛି ଯେଉଁମାନଙ୍କ ଭାଗ୍ୟ ସବୁବେଳେ ସାଙ୍ଗରେ ଥାଏ। କମ୍‌ ବୟସରେ ଏବଂ କମ୍‌ ପରିଶ୍ରମରେ ଏମାନେ ସଫଳ ହୋଇଥାନ୍ତି। ଆସନ୍ତୁ ଜାଣିବା:

-ବୃଷ ରାଶି: ଏହି ରାଶିର ଜାତକଧାରୀ ବହୁତ ଭାଗ୍ୟଶାଳୀ। ରାଶିର ସ୍ବାମୀଗ୍ରହ ଶୁକ୍ର। ଏହି କାରଣରୁ ବୃଷ ରାଶିର ଜାତକଧାରୀଙ୍କ ନିକଟରେ ଟଙ୍କା ପଇସାର ଅଭାବ କେବେ ନ ଥାଏ। କମ୍‌ ପରିଶ୍ରମରେ ଏମାନେ ବଡ଼ ସଫଳତା ପାଇଥାନ୍ତି।

-କର୍କଟ ରାଶି: ଏହି ରାଶିର ଜାତକଧାରୀ ବହୁତ ଭାଗ୍ୟବାନ। ଯାହା ଏମାନେ ଥରେ ନିଶ୍ଚିତ କରିନିଅନ୍ତି, ତାକୁ ପୂରଣ କରିଥାନ୍ତି। ନିଜ ପରିଶ୍ରମ ଏବଂ ମନୋବଳ ଯୋଗୁ କଠିନରୁ କଠିନ ଲକ୍ଷ୍ୟ ଏମାନେ ହାସଲ କରିଥାନ୍ତି। ସ୍ବଭାବରେ ମଧ୍ୟ ଏମାନେ ଅନ୍ୟକୁ ଆକର୍ଷିତ କରିଥାନ୍ତି। ଏମାନଙ୍କ ଜୀବନରେ ଧନର ଅଭାବ ନ ଥାଏ।

ସିଂହ ରାଶି: ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଏହି ରାଶିର ଜାତକଧାରୀ ଜୀବନରେ ଧନ, ଯଶ, ଖ୍ୟାତି ବହୁତ ସହଜରେ ମଳିଥାଏ। ଏମାନେ ନେତୃତ୍ୱ ନେବାରେ ମାହିର। ଏଥିଯୋଗୁ ଏମାନେ ସବୁ କାମରେ ସଫଳ ହୋଇଥାନ୍ତି।

ବିଛା ରାଶି: ଏହି ରାଶିର ଜାତକଧାରୀ ବହୁତ ପରିଶ୍ରମୀ ଏବଂ ସଚ୍ଚୋଟ। ଏମାନେ ବହୁତ ପରିଶ୍ରମ କରି ଜୀବନରେ ବଡ଼ ସଫଳତା ହାସଲ କରିଥାନ୍ତି। ଏମାନେ ଭୌତିକ ସୁଖ ଅଧିକ ଲୋଡିଥାନ୍ତି। ଏହି କାରଣରୁ ସେମାନେ ପରିଶ୍ରମ କରିବାକୁ ପଛାଇ ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri