ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ

କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାକୁ ଡିସେମ୍ବର ୨୮ରେ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଥିଲା। ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ରାଜା ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣିକରି ଆବେଦନକୁ ଖାରଜ କରିଦେଇଛନ୍ତି।
ମାମଲାର ଶୁଣାଣିବେଳେ ସରକାରୀ ଓକିଲ ଜେ.କଟିକିଆ ଓ ପି.କେ. ପାଢୀ ଦର୍ଶାଇଥିଲେ, ୨୦୨୦ ଅକ୍ଟୋବର ୧୭ରେ ଆବେଦନକାରୀ ଓ ତାଙ୍କ ସହଯୋଗୀମାନେ ଭୁବନେଶ୍ୱର ୟୁନିଟ୍‌-୨ରେ ଦାଦାବଟି ଆଦାୟ କରୁଥିଲେ। ଏହି ସମୟରେ ସେମାନେ ଲୋକଙ୍କୁ ନିଜର ପୂର୍ବ କାରନାମା ସମ୍ପର୍କରେ ମନେପକାଇ ଆତଙ୍କ ଖେଳାଇଥିଲେ। ଫଳରେ ସେ ଆଇନକୁ ଖୋଲାଖୋଲି ଉଲ୍ଲଂଘନ କରିଥିଲେ। ଏନେଇ କ୍ୟାପିଟାଲ ଥାନା ପୋଲିସ ମାମଲା ରୁଜୁ କରିବା ହେବା ସହ ରାଜାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri