ଆଜିଠୁ ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା ପେଟ୍ରୋଲ ପମ୍ପ ଡିଲର୍ସମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି। ଏଥିପାଇଁ ତୈଳ କମ୍ପାନୀମାନଙ୍କଠାରୁ କ୍ଷତିପୂରଣ ଦାବି କରିଛନ୍ତି। ଦାବିପୂରଣ ନ ହେଲେ ଆଗାମୀ ଦିନରେ ତୈଳ କମ୍ପାନୀ ବିରୋଧରେ ଆଇନର ସହାୟତା ନିଆଯିବ ବୋଲି କୁହାଯାଇଛି। ଦୁଇ ଦିନ ଧରି ତୈଳ କମ୍ପାନୀମାନଙ୍କ ଠାରୁ କୌଣସି ପ୍ରଡକ୍ଟ କିଣା ହେବ ନାହିଁ ବୋଲି ଡିଲର୍ସ ଆସୋସିଏଶନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri