ଋଣ ପାଇବାକୁ ଯାଇ ଠକାମିର ଶିକାର ହେଲେ ଫାର୍ମାସିଷ୍ଟ

କେନ୍ଦୁଝର, ୨୦।୧ (ସ୍ବ.ପ୍ର.): ମୋବାଇଲରେ ଥିବା ଏକ ଲୋନ ଆପରେ ଲୋଭନୀୟ ଅଫର ପାଇ ଜଣେ ବ୍ୟକ୍ତି ଠକାମୀର ଶୀକାର ହୋଇଥିବା ଅଭିଯୋଗ ହୋଇଛି। ସେ ହେଉଛନ୍ତି ଜଣେ ଫାର୍ମାଶିଷ୍ଟ। ତାଙ୍କ ନାମ ମନୋରଞ୍ଜନ ମହାନ୍ତ। ଉକ୍ତ ଆପ ସୁବିଧାରେ ଋଣ ପାଇବା ନେଇ ଅଫର ଆସିଥିଲା। ଏଣୁ ସେ ଉକ୍ତ ଆପ ମାଧ୍ୟମରେ ଋଣ ପାଇବାକୁ ଆବେଦନ କରିଥିଲେ। ଗତ ୧୪ ତାରିଖରେ ସେ ଜିଏସଟି, ଇନସ୍ୟୁରାନ୍ସ, ଟିଡିଏସ ବାବଦକୁ ଥର ଥର କରି ଫୋନ ପେ ମାଧ୍ୟମରେ ୬୬,୭୪୮ ଟଙ୍କା ଜମା କରିଥିଲେ ବୋଲି ଅଭିଯୋଗ ହୋଇଛି । ଏହା ପରେ ଋଣ ନ ମିଳିବାରୁ ତାଙ୍କର ସନ୍ଦେହ ହେଲା। ସେ ସାଇବର ଠକେଇ ହୋଇଥିବା ଜାଣିବା ପରେ କେନ୍ଦୁଝର ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ଖୋଲିଥିବା ସାଇବର ଥନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ସାଇବର ଥାନାରେ ଏକ ମାମଲା (ନଂ.୧୬/୨୨) ରୁଜୁ ହୋଇଥିବା ଇନ୍ସପେକ୍ଟର ପି.କେ.ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri