ଫୋନ୍‌ରେ ରହିବ ସମାନ ଚାର୍ଜର

ସାର୍ବଜନୀନ ଚାର୍ଜର ନିୟମ ଲାଗୁ କରିବା ନେଇ ୟୁରୋପିଆନ ୟୁନିୟନ ନିଷ୍ପତ୍ତି ଗ୍ରହଣ କରିଛି। ସ୍ମାର୍ଟଫୋନ ଲାଗି ୟୁଏସ୍‌ବି ସି-ଟାଇପ କେବଲକୁ ଷ୍ଟାଣ୍ଡାର୍ଡ ବନାଇବା ପାଇଁ ଏହା ନିୟମ ଲାଗୁ କରିବ। ଏଭଳି ନିୟମ ଆସିଲେ ଲୋକଙ୍କୁ ସିଧାସଳଖ ଫାଇଦା ହେବ। ଲୋକମାନେ ବିଭିନ୍ନ ମୋବାଇଲ ଲାଗି ଭିନ୍ନ ଭିନ୍ନ ଚାର୍ଜର ରଖିବାକୁ ପଡୁଛି। ଆଗାମୀ ଦିନରେ ଏହି ନିୟମ ଆସିଲେ ବିଭିନ୍ନ ପ୍ରକାର ଚାର୍ଜର ରଖିବା ଚିନ୍ତାରୁ ମୁକ୍ତି ମିଳିବ। ଆଗାମୀ କିଛି ମାସରେ ୟୁରୋପିଆନ ୟୁନିୟନ ଦେଶଗୁଡ଼ିକରେ ସମାନ ପ୍ରକାର ଚାର୍ଜର ବ୍ୟବହୃତ ହେବ। ତେବେ ଭାରତରେ ଏହି ସୁବିଧା ଲାଗୁ ହେବା ଲାଗି କିଛି ବର୍ଷ ଲାଗିଯାଇ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନିବେଶକଙ୍କ ସମ୍ପତ୍ତି ୩.୯୮ ଲକ୍ଷ କୋଟି ବଢିଲା

ନୂଆଦିଲ୍ଲୀ,୧୦।୪: ଗୁରୁବାର ଭାରତୀୟ ଶେୟାର ବଜାରରେ କାରବାର ଉନ୍ନତ ରହିବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୩.୯୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ଜଣାପଡିଛି। ସରକାର...

ପୁନରୁଦ୍ଧାର କାର୍ଯ୍ୟରେ ଏନ୍‌ଟିପିସି

ଭୁବନେଶ୍ୱର,୧୨-୫ : ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟରେ ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ପକ୍ଷରୁ ୫୦୦ କୁଶଳୀ ଶ୍ରମିକ ନିୟୋଜିତ ହୋଇଛନ୍ତି। ପ୍ରମୁଖ ସ୍ଥାନରେ ବିଜୁଳି...

୧୩୪ କୋଟିର ମାଲିକାଣୀ ବିଦ୍ୟା

ମୁମ୍ବାଇ: ନୂଆ ବର୍ଷରେ ଜନ୍ମଦିନ ପାଳିଛନ୍ତି ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ...

ନୂଆ ପ୍ୟାକ୍‌ରେ ଭିକୋ ବଜ୍ରଦନ୍ତି ପେଷ୍ଟ

ଭୁବନେଶ୍ୱର,୨୧-୬: ଭିକୋ ବଜ୍ରଦନ୍ତି ପେଷ୍ଟ ଏବେ ନୂଆ ପ୍ୟାକରେ ଉପଲବ୍ଧ ହେଉଛି। ଏହି ପ୍ରଡକ୍ଟରେ କମ୍ପାନୀ ୧୮ ପ୍ରକାରର ଜଡିବୁଟିର ସମାହାରକୁ ସାମିଲ କରିଛି। ଏହା...

ଜିଡିପି ହ୍ରାସକୁ ନେଇ ଚିନ୍ତିତ ନୁହେଁ:ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୩-୧୨: ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ଏବେ ହ୍ରାସ ଘଟିଛି। ହେଲେ ଏହାକୁ ନେଇ ବିଶେଷ ଚିନ୍ତିତ ନୁହେଁ ବୋଲି ପୂର୍ବତନ...

୯.୫ ଲକ୍ଷ କୋଟି ବଜାର ପୁଞ୍ଜୀକରଣ ହାସଲ କଲା ରିଲାଏନ୍ସ

ନୂଆଦିଲ୍ଲୀ,୨୦-୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଦେଶର ପ୍ରଥମ କମ୍ପାନୀ ହିସାବରେ ୯.୫୦ ଲକ୍ଷ କୋଟି ଟଙ୍କାର ବଜାର ପୁଞ୍ଜୀକରଣ ହାସଲ କରିବାକୁ ସକ୍ଷମ ହୋଇଛି। କମ୍ପାନୀର...

ମ୍ୟାକ୍ସ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯

ଭୁବନେଶ୍ୱର,୨-୬: ପ୍ରମୁଖ ଫ୍ୟାଶନ ବ୍ରାଣ୍ଡ ମ୍ୟାକ୍ସ ଫ୍ୟାଶନ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯ କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର...

୯୭ ହଜାର କୋଟି ନିବେଶ ହାତେଇଲା ଜିଓ

ନୂଆଦିଲ୍ଲୀ,୭।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମରେ ଆଡିଆ ନାମକ କମ୍ପାନୀ ୫,୬୮୩ କୋଟି ଟଙ୍କା ନିବେଶ କରିବ। ଭାରତକୁ ଡିଜିଟାଲ...

Advertisement
Archives

Model This Week