ଶୁଟିଂ ସେଟ୍‌ରୁ ଫଟୋ ଭାଇରାଲ

ବଲିଉଡର ଅଭିନେତା ସଲମାନ ଖାନ ଓ କ୍ୟାଟ୍ରିନା କୈଫ ବହୁଦିନର ବ୍ୟବଧାନ ପରେ
ଫିଲ୍ମ ‘ଟାଇଗର-୩’ରେ ନଜର ଆସିବେ। ଏ ନେଇ ଶୁଟିଂ ମଧ୍ୟ ଆରମ୍ଭ ହୋଇଯାଇଛି।
ନିକଟରେ ଶୁଟିଂ ସେଟ୍‌ରୁ ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁ ଫଟୋରେ ସଲମାନ ଓ କ୍ୟାଟ୍ରିନା ଆହତ ହୋଇଥିବା ଦେଖିବାକୁ ମିଳିଛି। ତେବେ ପ୍ରକୃତରେ ତାଙ୍କୁ କୌଣସି ଆଘାତ ଲାଗି ନାହିଁ। ଫିଲ୍ମର ଏକ ଆକ୍ସନ ସିନ ଶୁଟିଂ ବେଳେ ଦୁହିଁଙ୍କୁ ଏଭଳି ମେକଅପ ଦିଆଯାଇଥିବା ବୋଲି ଜଣାପଡିଛି। ସଲମାନ-କ୍ୟାଟ୍ରିନାଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri