ଫଟୋଗ୍ରାଫରଙ୍କ ପରଲୋକ

ସମ୍ବଲପୁର, ୨୪।୧୦ (ବ୍ୟୁରୋ): ବିଶିଷ୍ଟ ଫଟୋଗ୍ରାଫର ତଥା ପରିବେଶ ପ୍ରେମୀ ନଟବରଲାଲ ଭରୁ(୭୮)ଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ୧୯୫୦ରେ ସମ୍ବଲପୁର ଲକ୍ଷ୍ମୀଟକିଜ ଛକଠାରେ ପ୍ରଥମେ ତାଙ୍କ ବାପା ସ୍ବର୍ଗତ ଭିଏଲ ଭରୁ ଫଟୋ ଷ୍ଟୁଡିଓ ସ୍ଥାପନ କରିଥିଲେ। ସେ ପିତାଙ୍କ ସହ ଏସିଆର ସର୍ବବୃହତ୍‌ ହୀରାକୁଦ ନଦୀ ବନ୍ଧ ଯୋଜନାର ଫଟୋ ଉତ୍ତୋଳନ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସମ୍ବଲପୁର ସ୍ଥିତ ସେନ୍‌ ପାର୍କ ସୁରକ୍ଷା ସମିତିର ସକ୍ରିୟ ସଭ୍ୟ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ପ୍ରଚେଷ୍ଟାରେ ସେନ୍‌ପାର୍କର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇଥିଲା। ତାଙ୍କ ବିୟୋଗରେ ସମ୍ବଲପୁର ଜିଲା ସମେତ ପଶ୍ଚିମ ଓଡିଶାର ଫଟୋଗ୍ରାଫର ଓ ସେନପାର୍କ ସୁରକ୍ଷା ସମିତିର ସଦସ୍ୟମାନେ ଶୋକପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri