ଫଟୋଗ୍ରାଫରଙ୍କ ପରଲୋକ

ସମ୍ବଲପୁର, ୨୪।୧୦ (ବ୍ୟୁରୋ): ବିଶିଷ୍ଟ ଫଟୋଗ୍ରାଫର ତଥା ପରିବେଶ ପ୍ରେମୀ ନଟବରଲାଲ ଭରୁ(୭୮)ଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ୧୯୫୦ରେ ସମ୍ବଲପୁର ଲକ୍ଷ୍ମୀଟକିଜ ଛକଠାରେ ପ୍ରଥମେ ତାଙ୍କ ବାପା ସ୍ବର୍ଗତ ଭିଏଲ ଭରୁ ଫଟୋ ଷ୍ଟୁଡିଓ ସ୍ଥାପନ କରିଥିଲେ। ସେ ପିତାଙ୍କ ସହ ଏସିଆର ସର୍ବବୃହତ୍‌ ହୀରାକୁଦ ନଦୀ ବନ୍ଧ ଯୋଜନାର ଫଟୋ ଉତ୍ତୋଳନ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସମ୍ବଲପୁର ସ୍ଥିତ ସେନ୍‌ ପାର୍କ ସୁରକ୍ଷା ସମିତିର ସକ୍ରିୟ ସଭ୍ୟ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ପ୍ରଚେଷ୍ଟାରେ ସେନ୍‌ପାର୍କର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇଥିଲା। ତାଙ୍କ ବିୟୋଗରେ ସମ୍ବଲପୁର ଜିଲା ସମେତ ପଶ୍ଚିମ ଓଡିଶାର ଫଟୋଗ୍ରାଫର ଓ ସେନପାର୍କ ସୁରକ୍ଷା ସମିତିର ସଦସ୍ୟମାନେ ଶୋକପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୮ ନୂଆ ଅତିଥି

ବାରଙ୍ଗ,୨୧।୧୨(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ରବିବାର ରାତି ୯ଟାରେ ନୂଆ ଅତିଥି ଆସିଛନ୍ତି। ଚଳିତବର୍ଷ ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ଇନ୍ଦୋରର କମଳା ନେହୁରୁ ପ୍ରାଣୀ ସଂଗ୍ରାହଳୟରୁ ୨ଟି...

ଜିଲାପାଳ ସ୍ବାଗତ କଲେନି ବୋଲି ରାଗିଗଲେ ଏମ୍‌ପି

ବଲାଙ୍ଗୀର ଅଫିସ,୨୧।୧: ଜିଲାପାଳ ସ୍ବାଗତ କଲେନି ବୋଲି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ରାଗିଯିବା ଏବଂ ଦିଶା କମିଟି ବୈଠକ ସ୍ଥାନ ପରିବର୍ତ୍ତନ କରିବା...

ପରୀ ହତ୍ୟା ମାମଲା: ନୟାଗଡ଼ ସଦର ଆଇଆଇସି ସସ୍‌ପେଣ୍ଡ

ନୟାଗଡ଼ ଅଫିସ, ୧୦।୧୨: ନୟାଗଡ଼ ସଦର ଥାନା ଆଇଆଇସି ରୀତାରାଶୀ ସାହୁଙ୍କୁ ସସ୍‌ପେଣ୍ଡ କରାଯାଇଥିବା ବେଳେ ଏସ୍‌ଡିପିଓ ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାନ ଡିଏସ୍‌ପି ଭାବେ ବଦଳି...

ସଂସଦ ଭବନ ସମ୍ମୁଖରେ ଧାରଣା ଦେବେ ପିହୁଙ୍କ ମା’

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ବହୁଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ଘଟଣାକୁ ଇତି ମଧ୍ୟରେ ୧୫ ମାସ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ତାଙ୍କ...

ହେତୁବାଦୀ, ପରମ୍ପରାବାଦୀ ପିଟାପିଟି

ବ୍ରହ୍ମପୁର ଅଫିସ,୯ା୧୧: ବ୍ରହ୍ମପୁର ସହର ହନୁମାନ ବଜାର ଛକରେ ହେତୁବାଦୀ ସଂଗଠନ ପକ୍ଷରୁ ମଙ୍ଗଳବାର ଚନ୍ଦ୍ର ଗ୍ରହଣ ଯୋଗୁ ଏକ ସଭା ଓ ସାମୂହିକ ଭୋଜନ...

ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ପରଲୋକ

ପାଟଣା,୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ଶିକ୍ଷାବିତ ପ୍ରହ୍ଲାଦ ଦାଶଙ୍କ ସୋମବାର ରାତ୍ରିରେ ପରଲୋକ...

ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ

ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି...

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ

କେନ୍ଦୁଝର,୨୧।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ମସିଣାଯୋଡ଼ି ଏଜୁକେଶନାଲ କମ୍ପ୍ଲେକ୍ସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପଦ୍ମା ଜୁଆଙ୍ଗଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।...

Advertisement
Archives

Model This Week