ଧକ୍କା ଦେଇ କଟା ହାତକୁ ଘୋଷାଡ଼ିନେଲା ପିକ୍‌ଅପ୍‌ ଭ୍ୟାନ

ଜଳେଶ୍ବର,୨୧ା୨(ନବୀନ ସାହୁ): ପିକଅପ ଜଣେ ବ୍ୟକ୍ତି ଙ୍କୁ ଧକ୍କା ଦେଇ କଟା ହାତକୁ ଘୋଷଡି ନେଲା ୨୦ କି.ମି.। ଆହତ ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲ ପଠାଯାଇଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ- ଚାଫ୍‌ଲା ରୋଡରେ ଲକ୍ଷ୍ମଣ ନାଥ ସୁବର୍ଣ୍ଣରେଖା ପୋଲ ଉପରେ ଏକ ପିକଅପ୍‌ ଶ୍ରୀରାମପୁର ପଞ୍ଚାୟତ ଗୁରୁଦାସପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାନ୍ତି ନାମକ ବ୍ୟକ୍ତିଙ୍କୁ ଧକ୍କା ଦେଇ ତାଙ୍କ ଡାହାଣ ହାତକୁ କାଟି ଘୋଷାଡି ଘୋଷାଡି ୨୦ କି.ମି. ପର୍ଯ୍ୟନ୍ତ ନେଇଥିଲ।

ଖୁଆଡ ପଞ୍ଚାୟତ ପୁରୁଣାପାଣି ଗ୍ରାମର ବ୍ୟକ୍ତି ପିକଅପକୁ ଅଟକ ରଖି ରାଇବଣିଆ ପୋଲିସକୁ ଖବର ଦେଇଥିଲେ। ଉକ୍ତ ଡ୍ରାଇଭର ହେଲେ ଶ୍ରୀରାମପୁର ପଞ୍ଚାୟତ ସୋନିଆ ମଲ୍ଲିକ। ପରେ ରାଇବଣିଆ ପୋଲିସ ପହଞ୍ଚି କଟା ହାତକୁ ଜବତ କରି ମେଡିକାଲ ପଠାଇବା ସହିତ ଦୁର୍ଘଟଣା ଘଟାଇଥିବା ପିକଅପକୁ ଜବତ କରି ଡ୍ରାଇଭରଙ୍କୁ ଥାନାକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri