ପିକ୍‌ଅପ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୧ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁରକେଲ ବ୍ରିଜ୍‌ ନିକଟରେ ପିକ୍‌ଅପ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀ ପୋଲ ତଳୁ ଖସି ମୃତ୍ୟୁବରଣ କରିଛନ୍ତି। ମୃତ ବାଇକ୍‌ ଆରୋହୀଙ୍କ ନାମ ଦୂତିକୃଷ୍ଣ ପଟେଲ ବୟସ( ୩୭) ଓ ସେ ମେଦିନୀ ପୁର ଗ୍ରାମର ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ସେଠାରେ ଚାପା ଉତ୍ତେଜନା ଦେଖାଦେଇଛି। କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ୧୬ ନଂ ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ଯାହାଫଳରେ ଶତାଧିକ ଯାନବାହନ ଚଳାଚଳ କରି ନ ପାରି ଅଟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ...

ରାଙ୍ଗାପାରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ତୁମୁଡିବନ୍ଧ, ୨୨।୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ବେଲଘର ପଞ୍ଚାୟତ ରାଙ୍ଗପାରୁ ସ୍ଥିତ ଅନୁସୂଚିତ ଜାତି ଓ ଜନ ଜାତି ଉନ୍ନୟନ ବିଭାଗର...

୨୭ ତମ ବାର୍ଷିକ ଉତ୍ସବ, ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ: ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ

ବାଲିଗୁଡା, ୨୨।୧ (ସଞ୍ଜୟ କୁମାର ପାଣିଗ୍ରାହୀ): ରାଷ୍ଟ୍ରରେ ନବ ନିର୍ମାଣ ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ବାଲିଗୁଡା ଓ କୁର୍ତ୍ତମଗଡ଼ ସ୍ଥିତ ଗାୟତ୍ରୀ ଶକ୍ତିପୀଠରେ ୨୭ ତମ...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍‌ଏସି କର୍ତ୍ତୃପକ୍ଷ

ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri