ଘାଟିରେ ଓଲଟି ପଡ଼ିଲା ପିକ୍‌ଅପ୍‌

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ଏକ ଧାନ କୁଣ୍ଡା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଘଟି ଜଣେ ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ହେଲେ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗ୍ରାମର ବିଦ୍ୟାଧର ସାହୁ। ତାଙ୍କର ଛାତିରେ ଆଘାତ ଲାଗିଛି। ପ୍ରକାଶ ଯେ, ସିମନବାଡ଼ିରୁ କୁଣ୍ଡା ବୋଝେଇ କରି ବ୍ରହ୍ମପୁର ବିକ୍ରି କରିବା ଉଦ୍ଦେଶ୍ୟରେ ଯାଉଥିଲେ। ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ରାସକିଯୋଡ଼ି ନିକଟ ବୁଲାଣି ରାସ୍ତାରେ ଭ୍ୟାନ୍‌ର ବ୍ରେକ୍‌ ଫେଲ୍‌ ହୋଇଥିଲା। ତେବେ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ସେ ଘାଟିର ଖାଲ ବଦଳରେ ଚାଳକଙ୍କ ଡାହାଣ ପଟେ ଥିବା ପାହାଡ଼ରେ ଧକ୍କା ଦେଇଥିଲେ ଫଳରେ ଭ୍ୟାନ୍‌ଟି ସେଠାରେ ଓଲଟିଥିଲା। ବାମ ପଟେ ଅକାତକାତ ଖାଲ ଥିବାରୁ ବଡ଼ ବିପତ୍ତିରୁ ସୁରକ୍ଷା ମିଳିଛି। ସେହି ରାସ୍ତାରେ ଯାତାୟାତ କରୁଥିବା ଯାତ୍ରୀ ସୁନୀଲ ବିନ୍ଧାଣି ଓ ଅନ୍ୟମାନେ ଆମ୍ବୁଲାନ୍ସ ଡକାଇ ବିଦ୍ୟାଧରଙ୍କୁ ଦାରିଙ୍ଗବାଡ଼ିି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri