ଓଭରବ୍ରିଜ୍‌ ତଳେ ୨ ଶିଶୁଙ୍କ ଜୀବନ ନେଇଗଲା ପିକ୍‌ଅପ୍‌

ଢେଙ୍କାନାଳ ଅଫିସ,୧୫।୨: ଢେଙ୍କାନାଳ ସହର ବାଜିଚୌକ ଓଭରବ୍ରିଜ୍‌ ତଳେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ୨ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି। ଘଟଣାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଛି। ଖବରପାଇ ଟାଉନ୍‌ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରା, ବୁଢ଼ାରଜା ମନ୍ଦିର ସ୍ଥିତି ଅନୁଧ୍ୟାନ

କୋକସରା,୧୮।୪(ଡି.ଏନ.ଏ)-ସୋମବାର କଳାହାଣ୍ଡି ଜିଲାର ପ୍ରଶାସନିକ ଅଧିକାରୀଙ୍କ ମିଳିତ ଟିମ୍‌ କୋକସରା ବ୍ଲକର ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଓ ଆମପାଣି ବୁଢ଼ାରଜା ମନ୍ଦିର ପରିଦର୍ଶନ କରିଛନ୍ତି।...

ହାତୀ ଦ୍ୱାରା କ୍ଷତିଗ୍ରସ୍ତ ଜମି ପରିଦର୍ଶନ କଲେ ଭାଜପା ପ୍ରତିନିଧି

ରାଇବଣିଆ, ୧୧।୪: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଞ୍ଚଳରେ ହାତୀ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଜମିକୁ ଜଳେଶ୍ୱର ଭାଜପାର ଏକ ପ୍ରତିନିଧି ଦଳ ସୋମବାର ବୁଲି...

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ...

ରହସ୍ୟ ଘେରରେ ସରପଞ୍ଚ ଦୀପାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ପୁରୀ ଜିଲା ନିମାପଡ଼ାର ଡେଲ୍‌ଟା ଛକରେ ସରପଞ୍ଚ ଦୀପା ବେହେରା(୩୨)ଙ୍କ ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢିବାରେ ଲାଗିଛି। ସଡ଼କ ଦୁର୍ଘଟଣାରେ ଦୀପାଙ୍କ ମୃତ୍ୟୁ...

୬ ମାସ ବିତିଲା, ଆଶାକର୍ମୀରୁ ନାମ କଟିନି

ପାରାଦୀପ, ୩ା୯ (ସ୍ବ.ପ୍ର.): ଯେକୌଣସି ସରକାରୀ କର୍ମଚାରୀ କିମ୍ବା ସରକାରୀ ଅର୍ଥରେ ପ୍ରତିପୋଷଣ ହେଉଥିବା କର୍ମୀ ଜନପ୍ରତିନିଧି ହେବା ପୂର୍ବରୁ ତାହା ଫେରିଯିବା କଥା। କିନ୍ତୁ...

ଜୁଆରରେ ଉଜୁଡ଼ିଯାଉଛି ଝାଉଁ ଜଙ୍ଗଲ

ବାହାନଗା, ୧୦।୯ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ଝାଉଁ ଜଙ୍ଗଲ ଜୁଆର ମାଡରେ ଉଜୁଡିଯିବାକୁ ବସିଲାଣି। ଏପରିକି ବରିପଦା ପଞ୍ଚାୟତର...

କୋରାପୁଟରୁ ୩୧ ନୂଆ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ...

ଚାଲିଛି ଅବାଧ ବାଲି ଚୋର

କେନ୍ଦୁଝର,୧।୨(ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ନଦୀ/ନାଳରୁ ବାଲି ଚୋରି ଯୋଗୁ ସରକାରଙ୍କ ବ୍ୟାପକ ରାଜସ୍ବ ହାନୀ ଘଟୁଥିଲେ ହେଁ ଏହାକୁ ରୋକିବା ପାଇଁ ଦୃଢ ପଦକ୍ଷେପ...

Advertisement
Archives

Model This Week