ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବାଲିକୁଦା, ୧୫ା୮(ଡି.ଏନ.ଏ.): ୫୫ନଂ. ଜାତୀୟ ରାଜପଥର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ବାରିଲୋ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପୁଷ୍ପକ କାଣ୍ଡି ଓ ଅନ୍ୟଜଣେ ତାଙ୍କ ବନ୍ଧୁ। ଉଭୟଙ୍କ ଘର ଏରସମା ଥାନା ମଠସାହି ପଦ୍ମପୁର ଗାଁରେ। ସେମାନେ ବାଇକ୍‌ (ଓଡି୨୧ଜି-୦୮୪୯) ଯୋଗେ ବାଲିକୁଦାରୁ ଗାଁକୁ ଫେରୁଥିଲେ। ଏହି ସମୟରେ ବୋରିକିନାରୁ ବାଲିକୁଦା ଆସୁଥିବା ପିକ୍‌ଅପ୍‌ ଭ୍ୟାନ (ଓଡି୨୧ଜି-୧୦୧୧) ସେମାନଙ୍କୁ ଧକ୍କାଦେଇ ସେଠାରୁ ଫେରାର ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଏହାସହ ଦୁର୍ଘଟଣା ଘଟାଇଥିବା ଭ୍ୟାନ୍‌ ପିଛାକରି ବାଲିକୁଦାଠାରେ ଧରିଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri