ବାଦାମବାଡ଼ିରେ ଫାଟିଲା ପାଇପ୍‌, ଉଠିଲା ୧୫ଫୁଟ ଉଚ୍ଚକୁ ପାଣି

କଟକ ଅଫିସ୍‌,୧୦।୧୦: କଟକ ବାଦାମବାଡ଼ି ଟ୍ରାଫିକ୍‌ ଛକରେ ରବିବାର ଅପରାହ୍ଣରେ ଭୂତଳ ପାଣି ପାଇପ୍‌ ଫାଟି ଯାଇଛି। ପ୍ରାୟ ୧୫ଫୁଟ ଉଚ୍ଚକୁ ପାଣି ଉଠି ରାସ୍ତା ଝଳମଗ୍ନ ହୋଇ ଯାଇଛି। ରାସ୍ତାଟି ଜନଗହଳି ପୂୂର୍ଣ୍ଣ ହୋଇଥିବାରୁ ଯାତାୟତରେ ବାଧା ଉପୁଜିଛି। ଘଟଣା ସ୍ଥଳରେ ପିଡବ୍ଲୁଡି ଅଧିକାରୀ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ନିକଟରେ ରିଙ୍ଗରୋଡ୍‌ ରାଜା ବଗିଚାରେ ଏହିପରି ଘଟଣା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମାଣ ପାଇ ବି ପୋଲିସ ଚୁପ୍‌

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନୟାଖଣ୍ଡି ଗ୍ରାମରେ ଜଣେ ଭଡାଟିଆ କମଳାକାନ୍ତ ଦାସଙ୍କ ଘରୁ ଚୋରି ହେବା ଏବଂ ଚୋରି ଘଟଣାରେ ସମ୍ପୃକ୍ତ...

କିଡ୍‌ନୀ ରୋଗରେ ପୁଣି ୨ ଜୀବନ ଗଲା

କୁଆମରା, ୮ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ୫ ଘଣ୍ଟା ଅନ୍ତରରେ ଦୁଇ ଜଣଙ୍କ ଜୀବନଦୀପ ଲିଭିଯିବା...

ସ୍କୁଟିକୁ ପିଟିଲା ବାଇକ୍‌, ଯୁବ ବ୍ୟବସାୟୀ ମୃତ; ୨ ଗୁରୁତର

ଲାଞ୍ଜିଗଡ଼,୧୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାବେଳେ ରବିବାର ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ...

କାଳିଆ ଅବସ୍ଥା ସଙ୍କଟାପନ୍ନ: ୨ ବିଶେଷଜ୍ଞ ଡାକ୍ତରଙ୍କୁ ଏସ୍‌ସିବି ପଠାଇବା ପାଇଁ ଏମ୍‌ସକୁ ଚିଠି

କଟକ ଅଫିସ, ୨୮।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଯମଜ ଶିଶୁ ଜଗା କାଳିଆଙ୍କ ମଧ୍ୟରୁ କାଳିଆଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା...

ରୋଗୀ କଲ୍ୟାଣ ସମିତି ବୈଠକ:ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଅସନ୍ତୋଷ

କଳିଙ୍ଗନଗର,୧୫।୮(ଡି.ଏନ୍‌.ଏ.)- ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରୋଗୀ କଲ୍ୟାଣ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବିପିଓ ଜୋସ୍ନାମୟୀ ନାୟକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ...

କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ,୧୩।୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଭୁବନେଶ୍ୱର...

ଭୁବନେଶ୍ୱରରୁ ଉତ୍ତର ପ୍ରଦେଶ ଯାଉଥିବା ୧୫ ଶ୍ରମିକ ଅଟକ

କେନ୍ଦୁଝର,୫।୫(ସ୍ବ.ପ୍ର.)-ଭୁବନେଶ୍ୱରରୁ ଚାଲି ଚାଲି ଉତ୍ତରପ୍ରଦେଶ ଅଭିମୁଖେ ଯାଉଥିବା ୧୫ ଜଣ ଶ୍ରମିକଙ୍କୁ କେନ୍ଦୁଝର ସଦର ଥାନା ପୋଲିସ ରାଇସୁଆଁ ନିକଟରେ ଅଟକ ରଖିଛି। ପୋଲିସ କହିଛି,...

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର...

Advertisement
Archives

Model This Week