ଜୟପୁରରେ ପହଞ୍ଚିଲା ବିମାନ

ଭୁବନେଶ୍ୱର,୬ା୧୧: ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରୁ ସୋମବାର ସକାଳ ୭.୧୦ରେ ଉଡ଼ାଣ କରିଥିବା ଇଣ୍ଡିଆଓ୍ବାନ୍‌ ଏୟାର ବିମାନ  ୮.୪୫ରେ କୋରାପୁଟ ଜିଲାର ଜୟପୁରଠାରେ ପହଞ୍ଚିଛି। ତେବେ ଏହି ବିମାନ ଜୟପୁରରୁ ସକାଳ ୯ଟାରେ ଛାଡ଼ି ଭୁବନେଶ୍ୱରରେ ୧୦.୧୫ରେ ପହଞ୍ଚିବ ବୋଲି ବିମାନବନ୍ଦର ସୂତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୩୧ରେ କୋରାପୁଟ ଜିଲାର ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri