ଉତ୍‌କେଲାରୁ ରାୟପୁରକୁ ଉଡ଼ିଲା ବିମାନ

କେସିଙ୍ଗା,୬ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ ଉତ୍‌କେଲା ଏୟାରପୋର୍ଟରୁ ସାବିତ୍ରୀ ଆମାବାସ୍ୟା ଉପଲକ୍ଷେ ରାୟପୁରକୁ ଉଡ଼ିଛି ବିମାନ। ଗୁରୁବାର ଏୟାର ଓ୍ବାନ ଇଣ୍ଡିଆ ପକ୍ଷରୁ ରାୟପୁରକୁ ଏହି ବିମାନ ଯାତ୍ରା କରିଛି। ଉକ୍ତ କାର୍ଯ୍ୟକ୍ରମରେ ଜୁନାଗଡ଼ ବିଧାୟକ ତଥା କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଉଡ଼ାଣ କାର୍ଯ୍ୟକ୍ରମ୍‌କୁ ଉଦ୍‌ଘାଟନ କରିଥିଲେ। ଏଥିରେ ଉତ୍‌କେଲା ଏୟାରପୋର୍ଟ ଡାଇରେକ୍ଟର ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଉତ୍‌କେଲାରୁ ସକାଳ ସାଢ଼େ ୯ଟାରେ ଛାଡ଼ିବ,ରାୟପୁରରୁ ୧୦.୫୫ ମିନିଟ୍‌ରେ ଉତ୍‌କେଲା ଅଭିମୁଖେ ଯାତ୍ରା କରିବ। ପ୍ରତ୍ୟେକ ଗୁରୁବାର ସାପ୍ତାହିକ ଚାଲିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?