Posted inଫୁରସତ

ବିମାନରେ ରହିଛି ୯ ପଙ୍ଖା, ୮ ଇଞ୍ଜିନ

ନୂଆଦିଲ୍ଲୀ: ସାଧାରଣତଃ ବିମାନ କଥା ଆସିଲେ ଆମେ ଉଡ଼ାଜାହାଜ କଥା ଭାବିଥାଉ। ହେଲେ ଏପରି ଏକ ବିମାନ ଥିଲା ଯାହା ଦେଖିବାକୁ ଅଜବ। ଏହି ବିମାନର ନାମ ଥିଲା କ୍ୟାପ୍ରୋନି ସିଏ-୬୦ ଟ୍ରାନ୍ସଏରିୟୋ। ଏହାର ଉଚ୍ଚତା ୩୦ ଫୁଟ। ଯେତେବେଳେ ଏହି ବିମାନ ଦ୍ୱିତୀୟ ଥର ଉଡ଼ିଲାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରିପୋର୍ଟ ଅନୁଯାୟୀ, ବିମାନ ଉତ୍ପାଦନକାରୀ କମ୍ପାନୀ ସୋସାଇଟି ଇଟାଲୀନା କ୍ୟାପ୍ରୋନି ଦ୍ୱାରା ନିର୍ମିତ ହୋଇଥିଲା। ବାସ୍ତବରେ କମ୍ପାନୀ ଏକ ‘ଫ୍ଲାଇଂ ବୋଟ୍‌’ ତିଆରି କରିବାକୁ ଚାହୁଁଥିଲା, ଯାହା ଏକ ସରଳ, କ୍ଷୁଦ୍ର ଏବଂ ନିରାପଦ ଯାତ୍ରାରେ ଭୂମଧ୍ୟସାଗର ଏବଂ ଆଟଲାଣ୍ଟିକ ଦେଇ ୧୦୦ ଯାତ୍ରୀଙ୍କୁ ନେଇପାରିବ। ଦୁର୍ଘଟଣା ଅବତରଣ କିମ୍ବା ଆକାଶରେ କୌଣସି ବୈଷୟିକ ତ୍ରୁଟି ହେଲେ ବିମାନଟି ସହଜରେ ପାଣିରେ ଯାତ୍ରା କରିପାରିବ। ଏହି ବିମାନରେ ୪୦୦ ହର୍ସ ପାଓ୍ବାରର ୮ ଇଞ୍ଜିନ ଏବଂ ୩୦ ମିଟର ଲମ୍ବର ୯ଟି ପଙ୍ଖା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri