Posted inଜାତୀୟ

ଜରୁରୀ ଅବତରଣ କଲା ବିମାନ

ବେଙ୍ଗାଲୁରୁ,୨୭ା୧୧: ବେଙ୍ଗାଲୁରୁରୁ ପାଟଣା ଯାଉଥିବା ଗୋ-ଏୟାର ବିମାନର ନାଗପୁର ବିମାନ ବନ୍ଦରରେ ଶନିବାର ଜରୁରିକାଳୀନ ଅବତରଣ କରାଯାଇଥିବା ଜଣାପଡ଼ିଛି। ଇଞ୍ଜିନ୍‌ରେ ତ୍ରୁଟି ଯୋଗୁ ପାଇଲଟ୍‌ ହଠାତ୍‌ ବିମାନ ଅବତରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଏଥିରେ ଥିବା ୧୩୯ ଜଣ ଯାତ୍ରୀ ସୁରକ୍ଷିତ ରହିଛନ୍ତି। ସମସ୍ତ ଯାତ୍ରୀଙ୍କୁ ଅପରାହ୍ନ ୪ଟାରେ ଅନ୍ୟ ବିମାନରେ ପାଟଣା ପଠାଇବାକୁ ପ୍ରସ୍ତୁତି ଚାଲିଛି। ବିମାନଟି ଇଞ୍ଜିନିୟରିଂ ଦଳ ଦ୍ୱାରା ଯାଞ୍ଚ କରାଯାଉଛି। ଯାତ୍ରୀମାନେ ଗୋଆ ଟର୍ମିନାଲରେ ଅପେକ୍ଷା କରିଛନ୍ତି ଏବଂ ସେମାନଙ୍କ ପାଇଁ ଅଧିକ ବ୍ୟବସ୍ଥା କରାଯାଉଛି ବୋଲି କ୍ୟାପଟେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ପ୍ରଧାନମନ୍ତ୍ରୀ ହେବେ

ଚିତ୍ରଦୁର୍ଗ,୪ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିନେ ତାଙ୍କ ଜେଜେ ମା’ ଇନ୍ଦିରା ଗାନ୍ଧୀ ଓ ବାପା ରାଜୀବ ଗାନ୍ଧୀଙ୍କ ଭଳି ପ୍ରଧାନମନ୍ତ୍ରୀ ହେବେ ବୋଲି...

ପରିବାରକୁ ବନ୍ଧକ ରଖି ନିଜକୁ ଗୁଳି କଲେ ସିଆର୍‌ପିଏଫ୍‌ ଯବାନ

ଜୟପୁର,୧୧।୭: ରାଜସ୍ଥାନର ଯୋଧପୁର ସିଆର୍‌ପିଏଫ୍‌ ତାଲିମ କେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୱାର୍ଟରରେ ପରିବାରକୁ ବନ୍ଧକ ରଖି ନିଜକୁ ଗୁଳି ମାରିଛନ୍ତି ଜଣେ ଯବାନ।...

ଇଓଏସ୍‌-୪ ଉତ୍‌କ୍ଷେପଣ ପାଇଁ କାଉଣ୍ଟ୍‌ ଡାଉନ୍‌ ଆରମ୍ଭ…

ଶ୍ରୀହରିକୋଟା, ୧୩।୨ : ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା ୫୯ରେ...

ଦୁର୍ଘଟଣା ସ୍ଥଳରେ ପହଞ୍ଚିଲେ ରେଳମନ୍ତ୍ରୀ

କୋଲକାତା,୧୪।୧: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ପଶ୍ଚିମବଙ୍ଗର ଜଲପାଇଗୁଡିର ମୈନାଗୁଡିରେ ପହଞ୍ଚି ଗୁଆହାଟି-ବିକାନେର୍‌ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରି କି...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକାରେ ମୋଦି, ଶାହା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି।...

ଅଖିଳେଶଙ୍କ ପାଖରେ ଅଛି ୪୦ କୋଟିରୁ ଅଧିକ ସମ୍ପତ୍ତି; ହେଲେ ନାହିଁ ଗୋଟିଏ ବି କାର୍‌

ଲକ୍ଷ୍ନୌ,୫।୨: ଆଗକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ। ଏଥିପାଇଁ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମେନପୁରୀର କରହଲ ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ...

କରୋନା ସଂକ୍ରମଣ ପୁଣି ବଢ଼ିଲା: ଗୋଟିଏ ଦିନରେ ୩ ଲକ୍ଷ ୬୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ...

ଫୋବର୍‌ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ

ନୂଆଦିଲ୍ଲୀ,୧୩।୧୨: ଫୋବର୍‌ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି।...

Advertisement
Archives

Model This Week