Posted inରାଜ୍ୟ

୧ରୁ ଝାରସୁଗୁଡ଼ାରୁ ଗୁଆହାଟିକୁ ଉଡ଼ିବ ବିମାନ

ଝାରସୁଗୁଡ଼ା ଅଫିସ,୭ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ପର୍ଯ୍ୟାୟକ୍ରମେ ଦେଶର ପ୍ରମୁଖ ସହର ଦିଲ୍ଲୀ, ବେଙ୍ଗାଲୁରୁ, ଚେନ୍ନାଇ, କଲିକତା, ହାଇଦ୍ରାବାଦ୍‌, ରାୟପୁର ଆଦିକୁ ଆକାଶମାର୍ଗରେ ସଂଯୋଗୀକରଣ ହୋଇସାରିଛି। ଏଥିରେ ଆଉ ଏକ ସହର ଯୋଡି ହୋଇଛି ା ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି ଜଣାଇଛନ୍ତି, ଆସନ୍ତା ମେ ୧ତାରିଖରୁ ଭିଏସ୍‌ଏସ୍‌ ବିମାନ ବନ୍ଦରରୁ ଭାୟା ପାଟନା ଦେଇ ଗୁଆହାଟିକୁ ବିମାନ ଉଡିବ। ଏହି ବିମାନ ପ୍ରତିଦିନ ଚାଲିବ। ଏହା ୭୮ସିଟେଡ୍‌ ବିଶିଷ୍ଟ। ଏହି ବିମାନ ଅପରାହ୍ନ ୪ଟା୨୦ରେ ଅବତରଣ ଓ ୪ଟା୫୦ରେ ଉଡାଣ କରିବ ବୋଲି ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri