୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକମାନେ ଆସିଥାନ୍ତି। ଯଦିଓ କରୋନା ମହାମାରୀ ଯୋଗୁ ବର୍ତ୍ତମାନ ଏଥିରେ କଟକଣା ଜାରି କରାଯାଇଛି। ପୁରୀରେ ବିମାନବନ୍ଦର କରାଗଲେ ରାଜ୍ୟ ତଥା ରାଜ୍ୟ ବାହାରର ଶ୍ରଦ୍ଧାଳୁଙ୍କ ପାଇଁ ମଙ୍ଗଳମୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଏନ୍‌ ଘେରରେ ଗୌଡ଼ଗାଁ ଅଙ୍ଗନଓ୍ବାଡି କେନ୍ଦ୍ର

ଉଲୁଣ୍ଡା,୧୪ା ୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକରେ ଦିନାକେତେ ହେଲା ଲଘୁଚାପ ପରଭାବରେ ବରଷା ଲାଗି ରହିଛେ। ଲଗାତାର ବରଷା ଲାଗି ଗୌଡ଼ଗଁା ୧ ନମ୍ବର...

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି।...

ଯୁବତୀଙ୍କୁ ହତ୍ୟା କରି ଚିଲିକା କୂଳରେ ପୋତିଦେବା ଅଭିଯୋଗ

ବ୍ରହ୍ମଗିରି,୨୫।୭(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ଘଟଣାର ତଦନ୍ତ...

କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ,...

ବଲାଙ୍ଗୀର ଜିଲାରେ କରୋନା ପଜିଟିଭ ସଂଖ୍ୟା ୬କୁ ବୃଦ୍ଧି: ଲିଖିରିଆ, ତୁଷରା ଅଞ୍ଚଳରୁ କଣ୍ଟେନମେଣ୍ଟ ହଟିଲା

ବଲାଙ୍ଗୀର ଅଫିସ, ୧୮।୫: ବଲାଙ୍ଗୀର ଜିଲାରେ ପୁଣି ୨ ଜଣ ପ୍ରବାସୀ ଶ୍ରମିକଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଏ ନେଇ...

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ...

ଆଠମଲ୍ଲିକରୁ ଗଲା ତୁଳସୀ, ପଦ୍ମଫୁଲ

ଆଠମଲ୍ଲିକ, ୧୯ା୪(ଡି.ଏନ.ଏ.)- ଲକଡାଉନ ଯୋଗୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ତୁଳସୀ ପତ୍ର ଓ ଫୁଲର ଅଭାବ ଦେଖା ଯାଉଥିବାବେଳେ ରବିବାର ଏକ କାର୍ ଆଠମଲ୍ଲିକରୁ...

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ...

Advertisement


Archives

Model This Week