୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକମାନେ ଆସିଥାନ୍ତି। ଯଦିଓ କରୋନା ମହାମାରୀ ଯୋଗୁ ବର୍ତ୍ତମାନ ଏଥିରେ କଟକଣା ଜାରି କରାଯାଇଛି। ପୁରୀରେ ବିମାନବନ୍ଦର କରାଗଲେ ରାଜ୍ୟ ତଥା ରାଜ୍ୟ ବାହାରର ଶ୍ରଦ୍ଧାଳୁଙ୍କ ପାଇଁ ମଙ୍ଗଳମୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ

ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ।...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ...

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ...

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri