ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ

କୋରାପୁଟ,୨୦।୧୦(ସ୍ବ.ପ୍ର.): କୋରାପୁଟ ଜିଲାବାସୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ। ଏନେଇ ଡିଜିସିଏ ପକ୍ଷରୁ ଅନୁମତି ମିଳିଛି। ଉଡ଼ାଣ ଯୋଜନାରେ ଲାଇସେନ୍ସ ପ୍ରଦାନ କରାଯାଇଥିବା ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଉଷା ପାଢୀ ଗୁରୁବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷାଙ୍କୁ ଟିକେଟ୍‌...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୩ ମନ୍ତ୍ରୀଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରିଛନ୍ତି। ତାଲିକାରେ ୪ ନୂଆ ମୁହଁ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri