ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ

କୋରାପୁଟ,୨୦।୧୦(ସ୍ବ.ପ୍ର.): କୋରାପୁଟ ଜିଲାବାସୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ। ଏନେଇ ଡିଜିସିଏ ପକ୍ଷରୁ ଅନୁମତି ମିଳିଛି। ଉଡ଼ାଣ ଯୋଜନାରେ ଲାଇସେନ୍ସ ପ୍ରଦାନ କରାଯାଇଥିବା ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଉଷା ପାଢୀ ଗୁରୁବାର ସୂଚନା ଦେଇଛନ୍ତି।