ଉଡାଣବେଳେ ବିମାନ ଇଞ୍ଜିନ୍‌ରେ ଲାଗିଲା ନିଆଁ

ଆବୁଧାବି/ଥିରୁଭାନନ୍ତପୁରମ୍‌,୩।୨: ଆବୁଧାବିରୁ କାଲିକଟ ଅଭିମୁଖେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ମଧ୍ୟଭାଗରେ ଗୋଟିଏ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ପରେ ବିମାନଟି ସୁରକ୍ଷିତ ଭାବେ ଆବୁଧାବିରେ ଅବତରଣ କରିଥିଲା। ବିମାନର ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଡିଜିସିଏ ଏହି ଘଟଣାକୁ ନିଶ୍ଚିତ କରିଛି। ଏକ ବିବୃତ୍ତି ଜାରି କରି ଡିଜିସିଏ କହିଛି ଯେ, ଏୟାର ଇଣ୍ଡିଆ ଏକ୍ସପ୍ରେସର ବି୭୩୭-୮୦୦ ଭିଟି-ଏଓ୍ବାଇସି ଅପରେଟିଂ ଫ୍ଲାଇଟ ଆଇଏକ୍ସ ୩୪୮ (ଆବୁଧାବି-କାଲିକଟ) ଟେକ ଅଫ ସମୟରେ ଇଞ୍ଜିନ ନମ୍ବର ୧ରେ ନିଆଁ ଲାଗିଯାଇଥିଲା। ସେହି ସମୟରେ ବିମାନଟି ୧୦୦୦ ଫୁଟ ଉଚ୍ଚରେ ଥିଲା। ଏହା ପରେ ବିମାନଟି ସୁରକ୍ଷିତ ଭାବେ ଆବୁଧାବିରେ ଅବତରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri