ମହାଭାରତର ବେଳେ ଯେଉଁ ଗ୍ରହ ଚଳନ ହୋଇଥିଲା, ଏବେ ସେହି ଚଳନ, ଜ୍ୟୋତିଷ କହିଲେ ହେବ ମହାଯୁଦ୍ଧ

ନୂଆଦିଲ୍ଲୀ,୮।୫: ଭାରତରେ ହେବାକୁ ଯାଉଛି ବଡ଼ ଯୁଦ୍ଧ। ଏନେଇ ୧୦ମାସ ପୂର୍ବରୁ ହୋଇଛି ଭବିଷ୍ୟବାଣୀ। ଜଣେ ବିଶିଷ୍ଟ ଜ୍ୟୋତିଷ ଗତ ୧୦ ମାସ ପୂର୍ବେ ଭବିଷ୍ୟବାଣୀ କରିଥିଲେ ଯେ ୨୦୨୫ ମେ ମାସରେ ଏକ ବିରଳ ଗ୍ରହସ୍ଥିତି ଘଟିବ, ଯାହା ମହାଭାରତ ଯୁଗର ଗ୍ରହସଂଯୋଗ ସହ ସମାନ। ଜ୍ୟୋତିଷ ସ୍ବାମୀ ଯୋଗେଶ୍ୱରାନନ୍ଦ ଗିରି ଦାବି କରିଛନ୍ତି ଯେ ମେ ୨୫, ୨୦୨୫ରେ ଛଅଟି ଗ୍ରହର ଏକ ସଂଯୋଗ ବିଶ୍ୱରେ ଏକ ବଡ଼ ଯୁଦ୍ଧର ସୂଚନା ଦେବ। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ ଏହି ଘଟଣା ଭାରତ ପାଇଁ ଏକ ସୁବର୍ଣ୍ଣ ଯୁଗର ଆରମ୍ଭ କରିବ, ଯେଉଁଠାରେ ଭାରତ ବିଶ୍ୱ ମଞ୍ଚରେ ନେତୃତ୍ୱ ନେବ।

India Pakistan War ବୈଦିକ ଜ୍ୟୋତିଷ ଉପରେ ଆଧାରିତ ଏହି ଭବିଷ୍ୟବାଣୀ ସୂଚାଇଛି ଯେ ଏହି ଗ୍ରହସଂଯୋଗ ବିଶ୍ୱ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିବ। ଜ୍ୟୋତିଷଙ୍କ ମତରେ, ଏହି ସମୟ ଭାରତର ଅର୍ଥନୀତି ଓ ସାଂସ୍କୃତିକ ପ୍ରଭାବକୁ ବୃଦ୍ଧି କରିବ, ଯାହା ଦେଶକୁ ଏକ ବିଶ୍ୱ ଶକ୍ତି ଭାବେ ପ୍ରତିଷ୍ଠିତ କରିବ। ଏହି ଭବିଷ୍ୟବାଣୀ ସମ୍ପର୍କରେ ବିଶେଷଜ୍ଞମାନେ ମିଶ୍ରିତ ମତ ଦେଇଛନ୍ତି। କେହି ଏହାକୁ ଜ୍ୟୋତିଷ ଶାସ୍ତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ ଭାବେ ଦେଖୁଛନ୍ତି, ଆଉ କେହି ଏହାକୁ ଅନୁମାନଭିତ୍ତିକ ବୋଲି କହୁଛନ୍ତି। ତେବେ ଏହି ଭବିଷ୍ୟବାଣୀ ସାମାଜିକ ଗଣମାଧ୍ୟମରେ ବେଶ ଚହଳ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri