ଗଜଲକ୍ଷ୍ମୀ ପୂଜାରେ ମଞ୍ଚସ୍ଥ ହେଲା ‘ଶଶୀରେଖା ହରଣ’ ନାଟକ, କାହାଣୀଙ୍କୁ ଜୀବନ୍ତ କରି କଳାକାର…

କର୍ଲାମୁଣ୍ଡା,୨୫ା୧୦(ପ୍ରଦୀପ କୁମାର ସାହୁ): ଗଜଲକ୍ଷ୍ମୀ ପୂଜା ଅବସରରେ ଶନିବାର କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ଧରଣିପଡ଼ାଠାରେ ଖମ୍ବେଶ୍ୱରୀ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ‘ଶଶୀରେଖା ହରଣ’ ନାଟକ ମଞ୍ଚସ୍ଥ ହୋଇଥିଲା। ଏଥିରେ ଅନୁଷ୍ଠାନର ଝିଅପୁଅ କଳାକାରମାନେ ନିଜର ଅଭିନୟ ମାଧ୍ୟମରେ ନାଟକର କାହାଣୀକୁ ଜୀବନ୍ତ କରିଥିଲେ। ନାଟକ ଦେଖିବା ପାଇଁ ଅଞ୍ଚଳର ଦର୍ଶକଙ୍କ ଭିଡ଼ ଲାଗିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

ରିଷିଡାରେ ଉଦଯାପିତ ହେଲା ଦୁର୍ଗାପୂଜା, ରାବଣ ପୋଡ଼ିରେ ସହସ୍ରାଧିକ ଲୋକ….

ରିଷିଡା,୨୩।୧୦(ସୁଶାନ୍ତ ମଲ୍ଲିକ ): କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ୬୭ତମ ଶାରଦୀୟ ଦୁର୍ଗାପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଗତକାଲି ରାବଣ ପୋଡ଼ି ଦେଖିବା ପାଇଁ ସହସ୍ରାଧିକ…

ଲଞ୍ଜିଗଡ଼ରେ ବାଇକ୍, କେନ୍ଦୁଝରରୁ କଟିଲା ଇ-ଚାଲାଣ: ପରିବହନ ବିଭାଗର ଅପାରଗତାକୁ ନେଇ ପ୍ରଶ୍ନ

ଲାଞ୍ଜିଗଡ଼, ୨୨।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ଥିବା ଏକ ମୋଟରସାଇକେଲ ନାମରେ କେନ୍ଦୁଝରରୁ ଇ-ଚାଲାଣ ଜାରି ହେବା ଘଟଣା ଏବେ ପରିବହନ ବିଭାଗର ସ୍ୱୟଂଚାଳିତ…

ଚିଲିଗୁଡାରେ ମା’ ସର୍ବମଙ୍ଗଳାଙ୍କ ମହାସମାରୋହରେ ଛତର ଯାତ୍ରା; ଶୁକ୍ଳ ଭୋଗରେ ପୂଜା ପାଇଲେ ଦେବୀ, ଭକ୍ତଙ୍କୁ ଦେଲେ ଦର୍ଶନ

କୋକସରା,୨୨।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ପଞ୍ଚାୟତର ଚିଲିଗୁଡାରେ ପୂଜିତ ପ୍ରାଚୀନ ‘ଅଭିଚାର ତନ୍ତ୍ର’ ଧାରାର ଅନ୍ୟତମ ସର୍ବମାନ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?